ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୨୦ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିଲା l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ। କ୍ୟାବିନେଟ ବୈଠକରେ ମୋଟ ୫ଟି ବିଭାଗର ୫ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଆଲୋଚନା ପରେ ଅନୁମୋଦନ କରାଯାଇଥିଲl l
କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ଅନୁମୋଦନ
