ଉଲ୍ଲେଖନୀୟ ଅବଦାନ ପାଇଁ ୨୦ ଜଣ ଶ୍ରେଷ୍ଠ ମତ୍ସ୍ୟ-ପ୍ରାଣୀ ବିଭାଗୀୟ ଅଧିକାରୀଙ୍କୁ ସମ୍ମାନ ମିଳିବ
ଭୁବନେଶ୍ଵର: ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬” ଆୟୋଜନ ପରିପ୍ରେକ୍ଷୀରେ ଏକ ସାମ୍ବାଦିକ ସମ୍ମିଳନୀ ଭେଟେରିନାରୀ କଲେଜ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମନ୍ତ୍ରୀ…
