ମାନ୍ୟବର ବିଚାରପତି ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ
ଭୁବନେଶ୍ୱର: ମାନ୍ୟବର ବିଚାରପତି ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗ (ଓ.ଏଚ.ଆର.ସି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ତାଙ୍କର ଦ୍ୱିତୀୟ ଦାୟିତ୍ୱକାଳ ହୋଇଥିବାରୁ…
