ମାର୍କଫେଡ୍ ଜରିଆରେ ପାକ୍ସ/ଲ୍ୟାମ୍ପସ୍ ମାଧ୍ୟମରେ ଶତ ପ୍ରତିଶତ ସାର ଚାଷୀଙ୍କୁ ମିଳିବ  

ଭୁବନେଶ୍ୱର: ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଓଡିଶା ଅର୍ବାନ ଏକାଡେମୀ ଦ୍ୱାରା ଆୟୋଜିତ ସହରାଞ୍ଚଳରେ ପାର୍କିଂ ନୀତି ଉପରେ ପରାମର୍ଶଦାତା କର୍ମଶାଳା

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତତ୍ତ୍ୱାବଧାନରେ ଓଡ଼ିଶା ଅର୍ବାନ ଏକାଡେମୀ, ସହରାଞ୍ଚଳ ଓଡ଼ିଶାରେ ପାର୍କିଂ ନୀତି ଉପରେ ଏକ ପରାମର୍ଶଦାତା କର୍ମଶାଳା ଆୟୋଜନ କରିଥିଲା,…

ଜାତୀୟ ରାଜପଥ ପ୍ରାଧିକରଣ, ଜାତୀୟ ରାଜପଥ, ବିମାନ ବନ୍ଦର ଏବଂ ରେଳବାଇର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ରାଜ୍ୟପାଳ

ଭୁବନେଶ୍ୱର: ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ପ୍ରକଳ୍ପଗୁଡ଼ିକର ସମୟୋଚିତ କାର୍ଯ୍ୟାନ୍ୱୟନ ପାଇଁ ସଂପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା ଉପରେ ରାଜ୍ୟପାଳ ଡ. ହରି…

ନାଗରିକ କୈନ୍ଦ୍ରିକ ସେବା ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ କରିବାରେ କୃତ୍ରିମ ବୁଦ୍ଧିମତ୍ତା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି: ଉନ୍ନୟନ କମିଶନର

ଭୁବନେଶ୍ୱର: ରାଜ୍ୟ ସୂଚନା ବିଜ୍ଞାନକେନ୍ଦ୍ର, ଓଡିଶା ଦ୍ଵାରା ଏହାର ଭୁବନେଶ୍ଵରସ୍ଥିତ ମୁଖ୍ୟାଳୟରେ ଏକ କୃତ୍ରିମ ବୁଦ୍ଧିମତ୍ତା ସଚେତନତା କର୍ମଶାଳା ଉଦ୍ଘାଟିତ ହୋଇଯାଇଛି। ଏହି କର୍ମଶାଳାରେ ଓଡିଶା ସରକାରଙ୍କର…

ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଦୁଗ୍ଧ ଚାଷୀମାନଙ୍କୁ ପିଏମ୍ଏମ୍ୱାଇ ସହ ସଂଯୋଗ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଦୁଗ୍ଧ ଚାଷୀମାନଙ୍କୁ ପିଏମ୍ଏମ୍ୱାଇ (ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା) ସହ ଅଧିକ ସଂଖ୍ୟାରେ ସଂଯୋଗ କରିବା ଉପରେ ରାଜ୍ୟପାଳ ଡ.…

ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ, ଓଡ଼ିଶାର ଚତୁର୍ଥ ବୈଠକ

ଭୁବନେଶ୍ୱର: ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ, ଓଡ଼ିଶାର ଚତୁର୍ଥ ବୈଠକ ଲୋକସେବା ଭବନସ୍ଥିତ ଦ୍ଵିତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ରାଜ୍ୟ ଆର୍ଦ୍ରଭୂମି…

ଜନଜାତି ଅଂଚଳର ବିକାଶ ପ୍ରକଳ୍ପଗୁଡ଼ିକର ଗୁଣାତ୍ମକ ମାନ ବଜାୟ ରଖିବା ପାଇଁ ପରାମର୍ଶ

ଭୁବନେଶ୍ୱର: ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ…

ଫୁଲବାଣୀ ଓ ତାଳଚେର ସରକାରୀ ମେଡିକାଲ କଲେଜରେ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢ଼ା ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି। ଫୁଲବାଣୀ ସରକାରୀ…

ଓଡ଼ିଶା ଯାତ୍ରୀ ଆପ୍‌ ସହାୟତାରେ କିଣିପାରିବେ ଆମ ବସ୍‌ ଏବଂ ଚିଲିକା ବୋଟିଂ ଟିକେଟ

ଭୁବନେଶ୍ବର : ଓଡ଼ିଶା ଯାତ୍ରୀ ଆପ୍‌ର କଳେବର ବଢ଼ାଇଛି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ। ଏଣିକି ଏହି ଆପ୍‌ ମାଧ୍ୟମରେ ଆମ ବସ୍‌ ଏବଂ ସାତପଡ଼ାରେ…

ସହରାଞ୍ଚଳ ଅଭିବୃଦ୍ଧି ଏବଂ ରାଜ୍ୟ ଅର୍ଥନୀତିକୁ ସମୃଦ୍ଧ କରିବା ପାଇଁ କାର୍ଯ୍ୟକାରୀ ହେବ ଓଡ଼ିଶା କ୍ୱାଡ୍ ସିଟି ଯୋଜନା

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ସହରଗୁଡ଼ିକୁ ଅର୍ଥନୀତିକ ଅଭିବୃଦ୍ଧି ଏବଂ ବିଶ୍ୱ ପ୍ରତିଯୋଗିତାର ଏକ ଶକ୍ତିଶାଳୀ ଇଞ୍ଜିନରେ ପରିଣତ କରିବା ପାଇଁ ଓଡ଼ିଶା ସରକାର ଏକ ମହତ୍ୱାକାଂକ୍ଷୀ କ୍ୱାଡ୍…