“ସୁନ୍ଦର, ସକ୍ଷମ, ସୁଦୃଢ଼ ଅଙ୍ଗନବାଡ଼ି ଆମର ଲକ୍ଷ୍ୟ”: ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର:  ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ…

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

କଟକ: ଓଡ଼ିଶା ପୋଲିସର ମୂଳ ମନ୍ତ୍ର ହେଉଛି “ସେବା ଓ ସୁରକ୍ଷା”। ଏହା କେବଳ ଏକ ଶବ୍ଦ ନୁହେଁ, ଏହା ଆମର ପରିଚୟ। ଆଗାମୀ ଦିନରେ ଓଡ଼ିଶାକୁ…

ଓଡ଼ିଶା ବିପର୍ଯ୍ୟୟ-ପ୍ରତିରୋଧୀ ଶକ୍ତି ଭିତ୍ତିଭୂମି ଉପରେ ଅଧିକ ଗୁରୁତ୍ଵ ଦେଉଛି

ଭୁବନେଶ୍ୱର: ସ୍ଥାୟୀ ଶକ୍ତି ସମାଧାନ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି। ସ୍ଥାୟୀ ଶକ୍ତି ସମାଧାନ ପାଇଁ ଭାରତର ଅନ୍ୱେଷଣକୁ ସମର୍ଥନ ଦେଇ…

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଆରମ୍ଭ ହୋଇଥିବା ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ…

ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ ଆଭାସୀ…

‘ବାଉଁଶ ସ୍ଥାୟୀ ଜୀବିକା ଏବଂ ଅର୍ଥନୈତିକ ଅଭିବୃଦ୍ଧିର ଏକ ପ୍ରମୁଖ ଚାଳିକା ଶକ୍ତି ହେବାର ସାମର୍ଥ୍ୟ ରଖିଛି’

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍ — ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଚାଷୀ, କାରିଗର,…

ମାନ୍ୟବର ବିଚାରପତି ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ

ଭୁବନେଶ୍ୱର: ମାନ୍ୟବର ବିଚାରପତି ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗ (ଓ.ଏଚ.ଆର.ସି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ତାଙ୍କର ଦ୍ୱିତୀୟ ଦାୟିତ୍ୱକାଳ ହୋଇଥିବାରୁ…

‘ଆହାର’ଯୋଜନାକୁ ନିରନ୍ତର ଓ ବାଧାହୀନ ଭାବେ ଚାଲୁ ରଖିବା ପାଇଁ  ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ‘ଆହାର’ଯୋଜନାକୁ ନିରନ୍ତର ଓ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ…

ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ସମାରୋହ

ଭୁବନେଶ୍ୱର: ଭାରତର ସ୍ୱାଧୀନତା ସଂଗ୍ରାମରେ ଜନଜାତି ଅସ୍ମିତା, ସ୍ୱାଭିମାନ ଓ ଦେଶପ୍ରେମର ଅଦ୍ୱିତୀୟ ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ ନିଜର ନିର୍ଭୀକ ସଂଗ୍ରାମ ଓ ବଳିଦାନ ମାଧ୍ୟମରେ…

ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା : ଓଡ଼ିଶା ପୋଲିସକୁ ଦ୍ୱିତୀୟ ସ୍ଥାନ

ଭୁବନେଶ୍ୱର: ହରିୟାଣାର ଗୁରୁଗ୍ରାମ ସ୍ଥିତ  CRPF ଠାରେ ଅନୁଷ୍ଠିତ ୨୬ତମ ସର୍ବଭାରତୀୟ ପୋଲିସ ସୁଟିଂ (AIPDM) ପ୍ରତିଯୋଗିତାରେ ଓଡ଼ିଶା ପୋଲିସ  ଅଭୁତପୁର୍ବ ସଫଳତା ହାସଲ କରିଛି। ଦେଶର…