ସେପ୍ଟେମ୍ବର ୨୭ରେ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ପରିପ୍ରେକ୍ଷୀରେ ପ୍ରସ୍ତୁତି ନେଇ ମୁଖ୍ୟଶାସନ ସଚିବଙ୍କ ସମୀକ୍ଷା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତକରି ବ୍ରହ୍ମପୁରଠାରେ ଜାତୀୟ ସ୍ତରୀୟ ‘ସେବାପର୍ବ’ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ସମେତ ଦେଶର ବିଭିନ୍ନ ରାଜ୍ୟର ଏକାଧିକ…

ରାଜ୍ୟରେ ନଭେମ୍ବର ୨୦୨୫ରୁ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ କୃଷି ଯାନ୍ତ୍ରୀକିକରଣ ମେଳା

ଭୁବନେଶ୍ୱର : ରାଜ୍ୟରେ କୃଷି ପଦ୍ଧତିକୁ ଉନ୍ନତ କରିବା, ଉତ୍ପାଦକତା ବୃଦ୍ଧି କରିବା ଏବଂ ଚାଷୀଙ୍କୁ ସଶକ୍ତ କରିବା ପାଇଁ ଓଡ଼ିଶା ସରକାର କୃଷି ଯାନ୍ତ୍ରୀକିକରଣକୁ ସର୍ବାଧିକ…

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ କର୍ମଶାଳା ଉଦଯାପିତ 

ଭୁବନେଶ୍ବର : ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (DHSE) ଆନୁକୂଲ୍ୟରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇଂରାଜୀ ବିଭାଗର ସ୍ନାତକୋତ୍ତର ଶିକ୍ଷକ (PGTs) ପାଇଁ…

ସଫଳତାର ସହ ସମାପ୍ତ ହେଲା “ନିପୁଣ ସପ୍ତାହ”

ଭୁବନେଶ୍ୱର :  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟବ୍ୟାପୀ ସରକାରୀ ବିଦ୍ୟାଳୟଗୁଡ଼ିକରେ ଆୟୋଜିତ “ନିପୁଣ ସପ୍ତାହ” କାର୍ଯ୍ୟକ୍ରମ ସଫଳତାର ସହ ସମାପ୍ତ ହୋଇଛି। ଏହି ସପ୍ତାହବ୍ୟାପୀ…

ନ୍ୟାସନାଲ୍ ଜିଓଗ୍ରାଫିକ୍ ପତ୍ରିକାର ପ୍ରଚ୍ଛଦ ପୃଷ୍ଠାରେ ସ୍ଥାନିତ ହେଲା ଶିମିଳିପାଳର ବିରଳ କଳାବାଘ

ଭୁବନେଶ୍ୱର ତା :- ବନ୍ୟପ୍ରାଣୀ ସମ୍ପର୍କିତ ଚମତ୍କାର କଥାବସ୍ତୁ ଓ ଚିତାକର୍ଷକ ଚିତ୍ର ପାଇଁ ସାରା ବିଶ୍ୱରେ ବିଶେଷ ଆଦୃତ ଲାଭ କରିଥିବା ନ୍ୟାସନାଲ୍ ଜିଓଗ୍ରାଫିକ୍ ପତ୍ରିକାର…

ଚାଷୀଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରୁଛି କୃଷକ ଉତ୍ପାଦକ କ୍ଲଷ୍ଟର

ଭୁବନେଶ୍ୱର : ବିଶ୍ୱ ବ୍ୟାଙ୍କ ଦଳ ଓ ଆଇଆଇପିସିଏର ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ସହିତ ହରିଚନ୍ଦନପୁର ବ୍ଲକର ମା କାଳିଜାଈ ପିଜିରେ ଥିବା ଏଗ୍ରିକଲଚରାଲ…

ସ୍ୱତନ୍ତ୍ର ଅଭିଯାନର ୧୭ତମ ଦିନରେ ୧.୧୫ କୋଟି ଟଙ୍କାର ବେଆଇନ ସାମଗ୍ରୀ ଜବତ

ଭୁବନେଶ୍ୱର: ବେଆଇନ ନିଶା କାରବାର ବିରୋଧରେ ଚାଲୁଥିବା କଡା କାର୍ଯ୍ୟାନୁଷ୍ଠାନର ଅଂଶରୂପ, ସ୍ୱତନ୍ତ୍ର  ଏନ୍‌ଫୋର୍ସମେଣ୍ଟ ଡ୍ରାଇଭ୍‌ର ୧୭ତମ ଦିନରେ ମୋଟ ୧.୧୫ କୋଟି ଟଙ୍କାର ମୂଲ୍ୟର ବେଆଇନ…

ସ୍ଥାୟୀ, ସୁସ୍ଥ ଏବଂ ପାରମ୍ପରିକ ଖାଦ୍ୟ ବ୍ୟବସ୍ଥାକୁ ପ୍ରାଥମିକତା

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ (IFPRI), ଭାରତୀୟ କୃଷି ଗବେଷଣା ପରିଷଦ (ICAR) ସହିତ ସହଭାଗୀତାରେ, ସେପ୍ଟେମ୍ବର ୧୬, ୨୦୨୫ ରେ ନୂଆଦିଲ୍ଲୀରେ “ପରିବର୍ତ୍ତନଶୀଳ…

ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଆହୁରି ସଶକ୍ତ କରିବ ୪ଟି ବୁଝାମଣାପତ୍ର : ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ୧ ଲକ୍ଷ ୬୩ ହଜାର ୭୫୭ ସ୍ଵୟଂ ସହାୟକ ଗୋଷ୍ଠୀଙ୍କ ଆକାଉଣ୍ଟକୁ ବ୍ୟାଙ୍କ ଋଣ ଫେରସ୍ତ ବାବଦକୁ ୧୧୦ କୋଟି ୯୭ ଲକ୍ଷ ୫୮ ହଜାର…

ବୁଲା ଗୋରୁ ବିପଦର ମୁକାବିଲା ପାଇଁ ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା

ଭୁବନେଶ୍ୱର : ନିରାପଦ ଯାତ୍ରା ଓ ସୁରକ୍ଷିତ ସଡକ ପ୍ରତି ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇ ରାଜପଥ ଏବଂ ରାସ୍ତାଘାଟରେ ବୁଲୁଥିବା ଗାଈଗୋରୁଙ୍କ ସମସ୍ୟାର ସମାଧାନ ପାଇଁ…