‘ଆଜିର ପରିସ୍ଥିତିରେ କୃତ୍ରିମ ବୁଦ୍ଧିମତ୍ତାର ସଠିକ୍ ବ୍ୟବହାର ଓ ସମୟାନୁବର୍ତ୍ତିତା ତ୍ୱରିତ ନ୍ୟାୟ ପ୍ରଦାନରେ ଉପଯୋଗୀ ସାବ୍ୟସ୍ତ ହେବ’
ଭୁବନେଶ୍ୱର : ଆଇନ ବ୍ୟବସ୍ଥାରେ ସଂସ୍କାର ଆଣିବା ସହ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ଦିଗରେ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହି କାର୍ଯ୍ୟକ୍ରମକୁ ଆଗେଇ ନେବା…
