Blog

ଅଗଷ୍ଟ ୨୨ରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍’ ମିଟ୍

ଭୁବନେଶ୍ୱର: ୧୭ ଅଗଷ୍ଟ ୨୦୨୬: ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଆସନ୍ତା ଅଗଷ୍ଟ ୨୨ ତାରିଖରେ ଭୁବନେଶ୍ୱରର ପ୍ରସିଦ୍ଧ କଳିଙ୍ଗ ଷ୍ଟାଡିୟମରେ…

ଲଘୁଚାପ କ୍ଷେତ୍ର: ସତର୍କ ରହିବା ଓ ତ୍ୱରିତ ପଦକ୍ଷେପ ପାଇଁ ସହରାଞ୍ଚଳ କର୍ତ୍ତୃପକ୍ଷଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପରିପ୍ରେକ୍ଷୀରେ ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ…

ପ୍ରତିଟି ମୂଲ୍ୟବାନ ଧନଜୀବନର ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ପରିସ୍ଥିତି ଜାରି ରହିଥିବା ବେଳେ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ରିଲିଫ୍, ଉଦ୍ଧାର, ପୁନରୁଦ୍ଧାର ଏବଂ ଅତ୍ୟାବଶ୍ୟକ ସେବା କାର୍ଯ୍ୟ ନିରନ୍ତର ଭାବେ ଜାରି ରହିଛି।…

ଉପାନ୍ତ ଜିଲ୍ଲାରେ ୧୮ଟି ନୂଆ ସରକାରୀ ମହାବିଦ୍ୟାଳୟ ପ୍ରତିଷ୍ଠା ସହିତ ୪ଟି ନୂଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନିଷ୍ପତ୍ତି

ଭୁବନେଶ୍ୱର: ୮୦ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ…

କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିୟମାବଳୀର କଡ଼ାକଡ଼ି ଅନୁପାଳନ ଓ ପ୍ରବର୍ତ୍ତନ ଉପରେ ଓଡ଼ିଶା ସରକାରଙ୍କ ଗୁରୁତ୍ୱ

ଭୁବନେଶ୍ୱର: ରାଜ୍ୟରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼, ବୈଜ୍ଞାନିକ ଓ ଉତ୍ତରଦାୟୀ କରିବା ଉପରେ ଓଡ଼ିଶା ସରକାର ଗୁରୁତ୍ୱାରୋପ କରିଛନ୍ତି। ଉତ୍ସରୁ ବର୍ଜ୍ୟ ପୃଥକୀକରଣ,…

ସାଇବର ଆର୍ଥିକ ଠକେଇର ଶିକାର ହେଲେ ତୁରନ୍ତ ୧୯୩୦ ନମ୍ବରରେ ଯୋଗାଯୋଗ କରିବାକୁ ପରାମର୍ଶ

କଟକ: ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ୍ ନାଗରିକ ଭାବେ ଗଢ଼ି ତୋଳିବା…

ପ୍ୟାକ୍ସ ଓ ଲ୍ୟାମ୍ପସ୍ ଅଧିକାରୀଙ୍କ ନାମ ପଞ୍ଜୀକରଣ ସମ୍ପୂର୍ଣ୍ଣ; ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାର ସମବାୟ କ୍ଷେତ୍ରକୁ ଅଧିକ ଆଧୁନିକ, ପ୍ରଯୁକ୍ତିନିର୍ଭର, ସ୍ୱଚ୍ଛ, ଦକ୍ଷ ଓ ଆତ୍ମନିର୍ଭର କରିବା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ୟାକ୍ସ ଓ…

‘ଓଡ଼ିଶାର ହସ୍ତତନ୍ତ ଆମର ପରିଚୟ, ଆମର ସଂସ୍କୃତି ଏବଂ ଆମର ଜୀବନ୍ତ ଐତିହ୍ୟ’

ଭୁବନେଶ୍ୱର:  ଭୁବନେଶ୍ୱରର ମଞ୍ଚେଶ୍ୱରଠାରେ ଅବସ୍ଥିତ ‘ରେଶାଭବନ’ରେ ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଦ୍ୱାଦଶ ରାଜ୍ୟ ସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ୨୦୨୬ର…

ଗ୍ରାମାଞ୍ଚଳରେ ଦକ୍ଷତା ବିକାଶ ଉଦ୍ୟମିତାକୁ ଗୁରୁତ୍ୱ ଦେବାକୁ ବିଶ୍ୱବିଦ୍ୟାଳୟଗୁଡିକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟଗୁଡିକ ନିଜ ଅଞ୍ଚଳର ଅନ୍ତତ ଗୋଟିଏ ଗ୍ରାମକୁ ପୋଷ୍ୟ ଗ୍ରାମ ଭାବେ ଗ୍ରହଣ କରି ସ୍ଥାନୀୟ ଲୋକଙ୍କ ଦକ୍ଷତା ଓ ସମ୍ଭାବନା ଚିହ୍ନଟ କରିବା ସହ…

ଓଡ଼ିଶାରେ ପ୍ରଯୁକ୍ତି ବିପ୍ଳବକୁ ନୂଆ ଦିଗ — AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଉଦ୍‌ଘାଟିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ NITKAL ଏଣ୍ଟରପ୍ରାଇଜ୍ ସର୍ଭିସେସ୍‌ର କ୍ୟାମ୍ପସରେ ଜାପାନୀଜ୍ SAP ସଫ୍ଟୱେର ଗ୍ଲୋବାଲ୍ କ୍ୟାପାବିଲିଟି ସେଣ୍ଟର (GCC) ସହିତ AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍…