୩୩ଟି ଏମ୍ଓୟୁ ସ୍ୱାକ୍ଷରିତ, ମୋଟ୍ ୭,୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି, ୫୩,୩୦୦ ନିଯୁକ୍ତି ସୁଯୋଗ ସୃଷ୍ଟି
ଭୁବନେଶ୍ୱର: ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬…
