ଲବ୍ଧ ପ୍ରତିଷ୍ଠିତ କବି ବିଦ୍ୟୁତପ୍ରଭା ଦେବୀ ହେଉଛନ୍ତି ନାରୀ ସଶକ୍ତିକରଣର ଅନ୍ୟତମ ପ୍ରତୀକ: କେନ୍ଦ୍ର ଶିକ୍ଷାମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଆ ସାହିତ୍ୟ ଜଗତର ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜନ୍ମଶତବାର୍ଷିକୀ ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ…
