ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଜୁନ୍ ୨୯ ତାରିଖରେ ତିନିଜଣ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ କରିବେ ଉନ୍ନୟନ କମିଶନର
ଭୁବନେଶ୍ୱର: ଓଡିଶା ସରକାରଙ୍କ ଗୃହ (ସ୍ୱତନ୍ତ୍ର ଶାଖା) ବିଭାଗ, ବିଜ୍ଞପ୍ତି ସଂଖ୍ୟା ୧୩୮୯/ସି, ଭୁବନେଶ୍ୱର ତାରିଖ ୨୯.୦୬ .୨୦୨୫ ଅନୁଯାୟୀ, ତା.୨୯.୦୬ .୨୦୨୫ରେ ପୁରୀର ଗୁଣ୍ଡିଚା ମନ୍ଦିର…
