ସନ୍ତରଣ ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ୧୩ଟି ଜିଲ୍ଲାରେ ନିର୍ମାଣ ହେବ ସୁଇମିଙ୍ଗ ପୁଲ୍ କମ୍ପ୍ଲେକ୍ସ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ୭୮ତମ ସିନିୟର ନ୍ୟାସନାଲ୍ ଆକ୍ଵାଟିକ୍ ଚାମ୍ପିୟନସିପ୍ ପ୍ରତିଯୋଗିତା (ସନ୍ତରଣ ପ୍ରତିଯୋଗିତା) ଅନୁଷ୍ଠିତ ହେଉଛି। ଏହି ପ୍ରତିଯୋଗିତା ଜୁନ୍ ୨୨ ତାରିଖ…
