ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର: ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତିମାନଙ୍କର ସେବାକରି ନିଜର ସେବା ମନୋବୃତ୍ତିକୁ ଯେଭଳି…

ମିଟି କମ୍ପୋନେଣ୍ଟ ସ୍କିମ ଓଡ଼ିଶାରେ ଉତ୍ପାଦନକୁ ତ୍ୱରାନ୍ୱିତ କରିବ

ଭୁବନେଶ୍ୱର: ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବଂ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ସହିତ ମିଳିତଭାବରେ ସୂଚନା ପ୍ରଯୁକ୍ତିଉତ୍ପାଦକ…

ପାଞ୍ଚ ବର୍ଷରେ ଉଠାଜଳସେଚନ ନିଗମ ଦ୍ବାରା ୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ

ଭୁବନେଶ୍ୱର: ଆଗାମୀ ପାଞ୍ଚ ବର୍ଷରେ ସମଗ୍ର ରାଜ୍ୟରେ ଓଡ଼ିଶା ଉଠାଜଳସେଚନ ନିଗମ ଦ୍ବାରା ୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ନିଗମର…

ପୂର୍ବାଞ୍ଚଳରେ ସୂଚନା ପ୍ରଯୁକ୍ତିବିଦ୍ୟାର ବିକାଶ ପାଇଁ ସି.ଆଇ.ଆଇ.-ଓଡ଼ିଶା ଆଇ.ଟି. ପ୍ୟାନେଲ୍‍ର ମିଳିତ ବୈଠକ

ଭୁବନେଶ୍ୱର: ରାଜ୍ୟରେ ସୂଚନା ପ୍ରଯୁକ୍ତିବିଦ୍ୟା ଶିଳ୍ପର ପ୍ରକୃଷ୍ଟ ବିକାଶ ପାଇଁ  ଦୃଢ଼ ଶିକ୍ଷାନୁଷ୍ଠାନ-ଶିଳ୍ପ ସହଯୋଗର ଆବଶ୍ୟକତା ଉପରେ ଗୁରୁତ୍ୱ ଆରୋପ କରାଯାଇଛି । ଶିଳ୍ପ ଆବଶ୍ୟକତା ସହିତ…

ରାଜ୍ୟ ୨୦୩୬ ସୁଦ୍ଧା ୫୦% ବିଇଭି ପଞ୍ଜୀକରଣ ଲକ୍ଷ୍ୟ ରଖିଛି

ଭୁବନେଶ୍ୱର: ସ୍ୱଚ୍ଛ ଏବଂ ସ୍ଥାୟୀ ଗତିଶୀଳତା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗ ଏବଂ ଶକ୍ତି ବିଭାଗ ମିଳିତ…

ସ୍ୱାଧୀନତା ସଂଗ୍ରାମୀଙ୍କ ପରି ଲୋକତନ୍ତ୍ର ସେନାନୀ ମାନଙ୍କୁ ମଧ୍ୟ ଉପଯୁକ୍ତ ସମ୍ମାନ ଦିଆଯିବ – ମୁଖ୍ୟମନ୍ତ୍ରୀ  

ଭୁବନେଶ୍ୱର: ଭାରତରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା ହେବାର ୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କର ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବିଧାନ…

ବିଶ୍ୱ ଦକ୍ଷତା କେନ୍ଦ୍ରର ୧୬୭ ଜଣ ଛାତ୍ରଛାତ୍ରୀଙ୍କୁ ରିଲିଆନ୍ସ ନ୍ୟୁ ସୋଲାର ଏନର୍ଜି କମ୍ପାନିରେ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ସାରା ଦେଶରେ ଏବେ ଅକ୍ଷୟ ଶକ୍ତି ବା ସୌର ଶକ୍ତି ବ୍ୟବହାରର ଚାହିଦା ବଢ଼ି ଚାଲିଛି। ଏହି କ୍ଷେତ୍ର ଲାଗି ଆବଶ୍ୟକ ଦକ୍ଷ ମାନବ ସମ୍ବଳ…

କ୍ରୀଡ଼ାବିତ୍‌ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଏସିଆନ୍‌ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ ଚାମ୍ପିଅନସିପ୍-୨୦୨୫ରେ କାଂସ୍ୟ ପଦକ ଜିତିଥିବା କ୍ରୀଡ଼ାବିତ୍‌ ପ୍ରଣତୀ ନାୟକ ଏବଂ ୩୮ତମ ନ୍ୟାସନାଲ୍ ଅଣ୍ଡର-୯ ଚେସ୍ ଚାମ୍ପିଅନସିପ୍‌ରେ (୩୮ତମ ଜାତୀୟ ୯ବର୍ଷରୁ…

ଜନକୈନ୍ଦ୍ରିକଶାସନ ପରିଚାଳନା  ପାଇଁ  ବୈଷୟିକ ଜ୍ଞାନକୌଶଳର ବ୍ୟାପକ ବ୍ୟବହାର ଉପରେ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜନକୈନ୍ଦ୍ରିକ ଶାସନ ପରିଚାଳନା ପାଇଁ  ବୈଷୟିକ…

ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର: ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ। ସେ…