ଓଡ଼ିଆ ପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.0 ୱେବସାଇଟ୍ ମାଧ୍ୟମରେ ନିଜର ସୃଜନଶୀଳତାକୁ ପଞ୍ଜୀକରଣ କରିବେ ଛାତ୍ରଛାତ୍ରୀ
ଭୁବନେଶ୍ବର : ଯୁବପିଢ଼ିଙ୍କ ମଧ୍ୟରେ ନବସୃଜନତା ଏବଂ ଉଦ୍ୟୋଗୀ ଚିନ୍ତାଧାରାକୁ ପ୍ରୋତ୍ସାହିତ କରିବା ପାଇଁ ଆୟୋଜନ କରାଯାଉଛି ଓଡ଼ିଆପ୍ରେନ୍ୟୁର ସ୍ମାର୍ଟ ଓଡ଼ିଶା ହାକାଥନ୍ ୩.0 । ଓଡ଼ିଶା…
