ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପାକ୍ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ସଂପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

ଶିକ୍ଷା କ୍ଷେତ୍ରରେ ଝାରସୁଗୁଡ଼ା ଜିଲ୍ଲାର ସଫଳତା ସମଗ୍ର ଓଡ଼ିଶା ପାଇଁ ପ୍ରେରଣା ସାଜିବ – ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ବର / ଝାରସୁଗୁଡ଼ା: ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ଝାରସୁଗୁଡ଼ା ଜିଲ୍ଲାର ଏ ୱାନ୍ ଗ୍ରେଡ୍ ରଖିଥିବା ଅର୍ଥାତ୍ ଶତକଡ଼ା ନବେ ପ୍ରତିଶତରୁ ଅଧିକ ରଖିଥିବା ଛାତ୍ରଛାତ୍ରୀମାନଙ୍କ…

ଆମ ଲୋକ ସଂସ୍କୃତି ଓ ଲୋକ ପରମ୍ପରା ଓଡ଼ିଶାକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିଛି

ଭୁବନେଶ୍ୱର/ ବରଗଡ଼: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ସଂସ୍କାର ଭାରତୀ, ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଛି…

ସ୍ୱାସ୍ଥ୍ୟ ବିଭାଗର ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ଵର: ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ଆହୁରି ସୁଦୃଢ କରିବା ଓ ସମସ୍ତ ସ୍ତରରେ ଗୁଣାତ୍ମକ ଚିକିତ୍ସା ସୁନିଶ୍ଚିତ କରିବା ଲକ୍ଷ୍ୟରେ ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ଶାସନ…

୨୦୧୯ରେ ଛତିଆ ସ୍ଥିତ IDTRରୁ ପ୍ରଶିକ୍ଷଣ ଗ୍ରହଣ କରିଥିଲେ ମହିଳା ସୁବାହକ

ଭୁବନେଶ୍ୱର: ଓଡ଼ିଶାର ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଲମ୍ବୀ କରିବା ସହ ପରିବହନ କ୍ଷେତ୍ରରେ ସେମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ‘ଆତ୍ମନିର୍ଭର…

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସାଂସ୍କୃତିକ ସଂସଦର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସାଂସ୍କୃତିକ ସଂସଦର ବାର୍ଷିକ ସାରସ୍ୱତ ସମାରୋହ ଓ ସାଂସ୍କୃତିକ ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଛି।…

ଗ୍ରାମୀଣ ସଂଯୋଗ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପାଇଁ ଓଡ଼ିଶା ସମ୍ମାନିତ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମଜିଏସୱାଇ)ର ସଫଳ କାର୍ଯ୍ୟାନ୍ୱୟନ ଏବଂ ଗ୍ରାମୀଣ ସଂଯୋଗ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପାଇଁ ଓଡ଼ିଶାକୁ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ…

ତେଲ ନଦୀ ଉପରେ ଥିବା ପୁରୁଣା ସେତୁର ହେବ ପୁନରୁଦ୍ଧାର

ଭୁବନେଶ୍ୱର : ଭବାନୀପାଟଣାବାସୀଙ୍କ ଦୀର୍ଘଦିନର ଦାବି ସାକାର ରୂପ ନେବାକୁ ଯାଉଛି।  ଭବାନୀପାଟଣାବାସୀଙ୍କ ଆବେଗକୁ ଗୁରୁତ୍ୱ ଦେଇ ପୂର୍ତ୍ତ ବିଭାଗ ଭବାନୀପାଟଣା-ଖରିଆର ରାସ୍ତାକୁ ଦୁଇ ଲେନ୍‌ରୁ ଚାରି…

ପ୍ରଭାସ ପାଟନରୁ ଏକାମ୍ର ପୀଠ: ପ୍ରଧାନମନ୍ତ୍ରୀଙ୍କ ସହ ସୋମନାଥ ପର୍ବର ସିଧାପ୍ରସାରଣ ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ  ଏକାମ୍ର କ୍ଷେତ୍ରସ୍ଥ ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଏକ ଆଧ୍ୟାତ୍ମିକ ପରିବେଶରେ  ପାଳିତ…

“ଡ଼ଙ୍ଗର”ରେ ଆଦିବାସୀ ସମ୍ପ୍ରଦାୟର ନୃତ୍ୟ ଓ ସଙ୍ଗୀତ ପରମ୍ପରାର ମୌଳିକତା ଏବଂ ବିଶେଷତ୍ବ ଉପରେ ଆଲୋକପାତ

ଭୁବନେଶ୍ୱର /କଳାହାଣ୍ଡି : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଜିଲ୍ଲା ସଂସ୍କୃତି ପରିଷଦ, କଳାହାଣ୍ଡି ଏବଂ ଶୁଭମ୍…