ହିତାଧିକାରୀ-କୈନ୍ଦ୍ରିକ ପଦକ୍ଷେପ ଏବଂ ଜଳବାୟୁ ଅନୁକୂଳ ନିର୍ମାଣ ଶୈଳୀ ସମ୍ପର୍କରେ ଅବଗତ ହେଲେ ଆଇ.ଏ.ଏସ୍ ପ୍ରୋବେସନାରୀ ଅଧିକାରୀ
ଭୁବନେଶ୍ୱର: ପ୍ରଶାସନିକ ପ୍ରଶିକ୍ଷଣ ଏବଂ ସମୀକ୍ଷା କାର୍ଯ୍ୟକ୍ରମର ଅଂଶସ୍ୱରୂପ, ଭାରତୀୟ ପ୍ରଶାସନିକ ସେବା (IAS) ପ୍ରୋବେସନାରୀ ଅଧିକାରୀମାନେ ଗୃହ ଓ ନଗର ଉନ୍ନୟନ ବିଭାଗ ଅଧୀନରେ ଆୟୋଜିତ…
