ଲଘୁଚାପ ଜନିତ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତି: ଜିଲ୍ଲା ଏବଂ ବ୍ଲକ ସ୍ତରରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ତତ୍ପର ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର: ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ…
