ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ ତ୍ୱରାନ୍ୱିତ

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ହେବା ଫଳରେ ୬ଟି ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ପରିସ୍ଥିତି…

ସମ୍ମାନ, ନିରାପତ୍ତା ଏବଂ ଅନ୍ତର୍ଭୁକ୍ତୀକରଣ ପ୍ରତି ନବୀକରଣ ପ୍ରତିଶୃତି ସହିତ ଗରିମା ଉପରେ ଦୁଇଦିନିଆ ଜାତୀୟ ସମ୍ମିଳନୀ ଶେଷ

ଭୁବନେଶ୍ୱର :  ଓଡ଼ିଶାର ଗରିମା ପଦକ୍ଷେପ ଅଧୀନରେ “ମୁଖ୍ୟ ପରିମଳ କର୍ମଚାରୀଙ୍କ ସମ୍ମାନ, ନିରାପତ୍ତା ଏବଂ ଅନ୍ତର୍ଭୁକ୍ତୀକରଣ ସୁନିଶ୍ଚିତ କରିବା” ଉପରେ ଦୁଇଦିନିଆ ଜାତୀୟ ସମ୍ମିଳନୀ ଉଦଯାପିତ…

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ଇତିହାସ ଓ ଇଂରାଜୀ ବିଷୟର ସ୍ନାତକୋତ୍ତର ବା ପିଜିଟି…

ଓଡ଼ିଶାରୁ ଏଫସିଆଇ ଦ୍ୱାରା ଚାଉଳ ସଂଗ୍ରହ ବିଷୟରେ ଆଲୋଚନା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଦିଲ୍ଲୀ ଗସ୍ତ କରିଛନ୍ତି। ତାଙ୍କ ଗସ୍ତ ସମୟରେ ସେ ଓଡ଼ିଶାର ସାଂସଦମାନଙ୍କ ସହିତ ମାନ୍ୟବର ଖାଉଟି ବ୍ୟାପାର, ଖାଦ୍ୟ…

ମଞ୍ଚେଶ୍ୱରସ୍ଥିତ ଜରୁରୀ କାଳୀନ ସହାୟତା କେନ୍ଦ୍ରର କାର୍ଯ୍ୟକାରିତା, ପରିଚାଳନା ଏବଂ ଆଧୁନିକୀକରଣ ସମ୍ପର୍କରେ ବିସ୍ତୃତ ସମୀକ୍ଷା

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମଞ୍ଚେଶ୍ୱରସ୍ଥିତ ଜରୁରୀ କାଳୀନ ସହାୟତା କେନ୍ଦ୍ର (ERSS)(…

ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ପାଳିତ

ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ଵନକ୍ଷତ୍ର ଦିବସ ଆଜି ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

୩୩ଟି ଏମ୍‌ଓୟୁ ସ୍ୱାକ୍ଷରିତ,  ମୋଟ୍ ୭,୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି, ୫୩,୩୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର: ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬…

ନାଲକୋର କର୍ପୋରେଟ୍ କାର୍ଯ୍ୟାଳୟ ପରିଦର୍ଶନ କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଶୁକ୍ରବାର ଦିନ ନାଲକୋ (ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିଃ) ପରିଦର୍ଶନ କରିଛନ୍ତି। ଏହି ଅବସରରେ ନାଲକୋର ଚେୟାରମ୍ୟାନ-ତଥା-ମ୍ୟାନେଜିଂ ଡାଇରେକ୍ଟର…

ଓଡିଶାରେ ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା।  869.8 କୋଟି ଟଙ୍କା ବିନିଯୋଗରେ ମୋଟ 178 ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି…

ନୂଆପଡ଼ା ଜିଲ୍ଲାର ୯୪୪ ଜଣଙ୍କୁ ମିଳିଲା ଅତ୍ୟାଧୁନିକ ଚିକିତ୍ସା ସୁବିଧା

ଭୁବନେଶ୍ୱର: ସାର୍ବଜନୀନ ଗୁଣାତ୍ମକ ସ୍ଵାସ୍ଥ୍ୟସେବାର ସଫଳ ରୂପାୟନ ସ୍ୱରୂପ ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଦୂରଦୂରାନ୍ତ ଅଞ୍ଚଳ ଅଧିବାସୀଙ୍କ ନିମନ୍ତେ ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ଚଳିତ ମାସ…