ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କଲେ କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟ

ଭୁବନେଶ୍ୱର: କଟନ ଆସୋସିଏସନ ଅଫ ଓଡ଼ିଶାର ସଦସ୍ୟମାନେ କୃଷି ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ…

ଭାରତୀୟ ଜଳ ପରିଚାଳନା ପ୍ରତିଷ୍ଠାନରେ ପ୍ରଧାନମନ୍ତ୍ରୀଙ୍କ ଧନ ଧାନ୍ୟ ଯୋଜନା ଓ ଡାଲି ସ୍ବାବଲମ୍ବନ ମିଶନ କାର୍ଯ୍ୟକ୍ରମର ଆୟୋଜନ

ଭୁବନେଶ୍ୱର: ଅନ୍ନଦାତାଙ୍କ ସମ୍ମାନ, ସମୃଦ୍ଧ ରାଷ୍ଟ୍ରର ନିର୍ମାଣ ପାଇଁ ତା ୧୧.୧୦.୨୦୨୫ ରିଖରେ ଭାରତର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରର କୃଷକ ଭାଇ ଭଉଣୀଙ୍କ ପାଇଁ…

ରାଜ୍ୟସ୍ତରୀୟ ବିଶ୍ଵ ଅଣ୍ଡା ଦିବସ

ଭୁବନେଶ୍ୱର : ଭରପୁର ପୋଷଣ ଥିବା ଖାଦ୍ୟ ହେଉଛି ଅଣ୍ଡା। ଏହା ଏକ ସମ୍ପୂର୍ଣ୍ଣ ଖାଦ୍ୟ। ସବୁଠାରୁ କମ ମୂଲ୍ୟରେ ମିଳୁଥିବା ଏହି ପ୍ରାଣୀଜ ଖାଦ୍ୟ ହେଉଛି…

ସନ୍ତୁଳିତ ଆଞ୍ଚଳିକ ବିକାଶକୁ ପ୍ରୋତ୍ସାହିତ କରୁଛି “ଏକ ଜିଲ୍ଲା ଏକ ଉତ୍ପାଦ”

ଭୁବନେଶ୍ଵର: “ଏକ ଜିଲ୍ଲା ଏକ ଉତ୍ପାଦ” (ଓଡିଓପି) ପଦକ୍ଷେପ ଉତ୍ପାଦକଙ୍କ ଜୀବନ-ଜୀବିକାକୁ ସମୃଦ୍ଧ କରୁଛି। ସନ୍ତୁଳିତ ଆଞ୍ଚଳିକ ବିକାଶ ସହ ସମସ୍ତ ଜିଲ୍ଲାର ସାମାଜିକ-ଅର୍ଥନୈତିକ ବିକାଶ ପାଇଁ…

କୃଷି ଓଡ଼ିଶା ସମାବେଶ ୨୦୨୫-୨୬ ଆୟୋଜନ ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କୃଷି ଓଡ଼ିଶା ୨୦୨୫-୨୬ ନିମନ୍ତେ ପ୍ରସ୍ତୁତି ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

ଝାରସୁଗୁଡ଼ା ଏୟାରପୋର୍ଟ ବିଶେଷକରି ପଶ୍ଚିମ ଓଡ଼ିଶାର ବିକାଶ ଗତିକୁ ତ୍ୱରାନ୍ୱିତ କରିଛି

ଝାରସୁଗୁଡା : ଝାରସୁଗୁଡ଼ାର ଏହି ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟ ଠିକ୍‌ ଆଠ ବର୍ଷ ପୂର୍ବେ, ସେପ୍ଟେମ୍ବର ୨୨ ତାରିଖରେ ଲୋକାର୍ପିତ ହୋଇଥିଲା। ଆଜି, ଏହି ଏୟାରପୋର୍ଟ,…

ଔଷଧୀୟ ଉଦ୍ଭିଦ ବୋର୍ଡର ପାଞ୍ଚ ବର୍ଷୀୟ ଭିଜନ ପ୍ଲାନ ଅନୁମୋଦିତ

ଭୁବନେଶ୍ୱର : ରାଜ୍ୟରେ ଔଷଧୀୟ ଉଦ୍ଭିଦର ସୁରକ୍ଷା, ଚାଷ, ପ୍ରଚାର ଓ ବାଣିଜ୍ୟୀକରଣକୁ ଉନ୍ନତ କରିବାରେ କାର୍ଯ୍ୟରତ ରାଜ୍ୟ ଔଷଧୀୟ ଉଦ୍ଭିଦ ବୋର୍ଡର ଷଷ୍ଠ କାର୍ଯ୍ୟନିର୍ବାହୀ ବୈଠକ…

ମକା ବିପଣନକୁ ସୁଦୃଢ କରିବା ପାଇଁ ଦଶଟି କୃଷକ ଉତ୍ପାଦକ ସଂଗଠନ ଓ ମକା କ୍ରେତାଙ୍କ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ମକା ମିଶନ (MMM) ଅଧୀନରେ ପ୍ରଥମ “ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳା”କୃଷି ଭବନ ଅଡିଟୋରିୟମରେ ଅନୁଷ୍ଠିତ ହୋଇଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ…

ଢେଙ୍କାନାଳର ସବୁଜ ଅମୃତଭଣ୍ଡା ସହ ପ୍ରଥମଥର ପାଇଁ ସାରୁ ସୁଦୂର ଆୟରଲ୍ୟାଣ୍ଡରେ ଉପଲବ୍ଧ ହେବ

ଭୁବନେଶ୍ୱର: ଓଡ଼ିଶାର କୃଷି କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଆଗରୁ ବିଦେଶୀ ଜିନିଷ ଆମଦାନୀ ହେଉଥିବା ବେଳେ ଏବେ ଓଡ଼ିଶାର ପନିପରିବା ବିଦେଶକୁ ରପ୍ତାନୀ…

ପନ୍ଦରଟି ଉଦ୍ୟାନ କୃଷି ଫସଲ କିସମ ଅନୁମୋଦନ ପ୍ରାପ୍ତ

ଭୁବନେଶ୍ୱର: କୃଷି ବିଭାଗ ପ୍ରମୁଖ ଶାସନ ସଚିବ, ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ  ରାଜ୍ୟ ବିହନ ଉପ-କମିଟି ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।…