ରବି ଧାନ ସଂଗ୍ରହ ୨୦୨୪-୨୫ ନେଇ ମନ୍ତ୍ରୀସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ରବି ଧାନ ସଂଗ୍ରହ ୨୦୨୪-୨୫ ନେଇ ଉପମୁଖ୍ୟମନ୍ତ୍ରୀଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନ ରବି…

ପାଞ୍ଚ ବର୍ଷରେ ଉଠାଜଳସେଚନ ନିଗମ ଦ୍ବାରା ୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ

ଭୁବନେଶ୍ୱର: ଆଗାମୀ ପାଞ୍ଚ ବର୍ଷରେ ସମଗ୍ର ରାଜ୍ୟରେ ଓଡ଼ିଶା ଉଠାଜଳସେଚନ ନିଗମ ଦ୍ବାରା ୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ନିଗମର…

” ରାଜ୍ୟ ଜଳ ନୀତି”  ପ୍ରଣୟନ ସମ୍ପର୍କରେ ଆଲୋଚନା

ଭୁବନେଶ୍ୱର: ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନଙ୍କ ସହିତ ବିଭାଗୀୟ କାର୍ଯ୍ୟ ଓ ପ୍ରକଳ୍ପ…

ନୂତନ ସ୍ୱଳ୍ପ ଅବଧି, ଜଳବାୟୁ ସହନୀୟ ଏବଂ ଉଚ୍ଚ ଅମଳକାରୀ ଫସଲ କିସମ ବିକଶିତ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ କୃଷି ଫସଲ କିସମ ବିକଶିତ କରିବା ପାଇଁ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା…

“ଓଡ଼ିଶାରେ ବିସ୍ମୃତ ଖାଦ୍ୟ / ବିଲୁପ୍ତପ୍ରାୟ ଶସ୍ୟର ପୁନରୁଦ୍ଧାର ଏବଂ ଏହାର ସ୍ଥାୟିତ୍ଵ” ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ “ଓଡ଼ିଶାରେ ବିସ୍ମୃତ ଖାଦ୍ୟ / ବିଲୁପ୍ତପ୍ରାୟ ଶସ୍ୟର ପୁନରୁଦ୍ଧାର ଏବଂ ଏହାର ସ୍ଥାୟିତ୍ଵ” ଶୀର୍ଷକ…

‘କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ପ୍ରତିବଦ୍ଧ’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଜଳ ସଂପଦର ପରିଚାଳନା ପାଇଁ କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର ସଂପର୍କିତ କର୍ମଶାଳା

ଭୁବନେଶ୍ୱର:  ରାଜ୍ୟ ଜଳ ସୂଚନା ବିଜ୍ଞାନ କେନ୍ଦ୍ର (ଏସଡବ୍ଲୁଆଇସି) ଏବଂ ଭୁବନେଶ୍ୱର ଆଇଆଇଟି ସହଯୋଗରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରି ଜଳ ସମ୍ପଦର ପରିଚାଳନା ଏବଂ…

ଓଡିଶାରେ କୃଷି ଆତ୍ମନିର୍ଭରଶୀଳତା ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର : କୃଷିରେ ଅଭାବୀ କ୍ଷେତ୍ରଗୁଡ଼ିକ ଚିହ୍ନଟ କରି ଓଡିଶାକୁ ଆତ୍ମନିର୍ଭରଶୀଳ କରିବା ପାଇଁ ନୀତି ନିର୍ଦ୍ଧାରକ, ବୈଜ୍ଞାନିକ ଏବଂ ଗବେଷକମାନଙ୍କୁ ରାଜ୍ୟପାଳ ଡ. ହରି ବାବୁ…

ଶ୍ରୀ ଅନ୍ନ ଅଭିଯାନ ବାର୍ଷିକ କାର୍ଯ୍ୟ ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ଵର : କୃଷି ଭବନସ୍ଥିତ ସମ୍ମିଳନୀ କକ୍ଷରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିl…

ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ ଲିମିଟେଡ୍ ଏବଂ ୱାପକୋସ୍ ଲିମିଟେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର : ଭବିଷ୍ୟତର ଶକ୍ତି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ପାଇଁ ଭାରତର ପ୍ରତିବଦ୍ଧତା ସ୍ୱରୂପ, ଭାରତ ସରକାର ୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ସରୁ ୫୦୦ ଗିଗାୱାଟ…