ରାଜ୍ୟର ଧାନ ସଂଗ୍ରହ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ଓ ବିଭିନ୍ନ ପ୍ରସଙ୍ଗରେ  କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଦିଲ୍ଲୀ ଗସ୍ତ କରିଛନ୍ତି। ସେଠାରେ କେନ୍ଦ୍ର ଖାଉଟି…

ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠିରୁ 41.17 କୋଟି ଟଙ୍କାର ବୃହତ୍  ପ୍ୟାକେଜ୍ ପ୍ରଦାନ

ଭୁବନେଶ୍ୱର: କେନ୍ଦୁପତ୍ର ତୋଳାଳି, ବାଇଣ୍ଡର୍ ଏବଂ ଋତୁକାଳୀନ କର୍ମଚାରୀଙ୍କ ସମ୍ମାନିତ ଜୀବିକାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସରକାର ଏକ ଦୃଢ଼ ମାନବିକ ପଦକ୍ଷେପ ଗ୍ରହଣ କରିଛି।…

ବାଉଁଶ ଏବଂ ଔଷଧୀୟ ଉଦ୍ଭିଦ ଉପରେ ଜାତୀୟ ସମ୍ମିଳନୀ – 2025 ଅନୁଷ୍ଠିତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଲୋକସେବା ଭବନ କନଭେନସନ ହଲ ଠାରେ ବାଉଁଶ ଏବଂ ଔଷଧୀୟ ଉଦ୍ଭିଦ ସମ୍ପର୍କିତ ଜାତୀୟ…

ନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ

ଭୁବନେଶ୍ୱର: ଚଳିତ ରବି ଋତୁରେ ରାଜ୍ୟର ୫୦,୦୦୦ ଏକର୍ ପାଖାପାଖି ଜମିରେ ଆଳୁ ଚାଷ କରିବାର ଲକ୍ଷ୍ୟ ରହିଛି। ଏଥିପାଇଁ ପ୍ରାମାଣିକ ବିହନ ଆଳୁ ପଞ୍ଜାବରୁ ଅଣାଯାଇ…

ରାଉଲକେଲା ସହରାଞ୍ଚଳ ରୂପାନ୍ତରଣ ସହିତ ବାସିନ୍ଦାଙ୍କ ଜୀବନଧାରଣର ଗୁଣବତ୍ତାରେ ଉନ୍ନତି ଆଣିବା  ଉପରେ ଗୁରୁତ୍ଵ

ଭୁବନେଶ୍ବର : ରାଉଲକେଲା ସ୍ମାର୍ଟ ସିଟି ଲିମିଟେଡର ୩୧ ତମ ବୋର୍ଡ ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଓଡିଶାର କୃଷିଜାତ ଓ ହସ୍ତଶିଳ୍ପକୁ ନେଇ ବଢ଼ିଲା ବ୍ୟବସାୟିକ ବାର୍ତ୍ତାଳାପ, ସୃଷ୍ଟି ହେଉଛି ନୂତନ ବାଣିଜ୍ୟିକ ସମ୍ପର୍କ

ନୂଆଦିଲ୍ଲୀ/ଭୁବନେଶ୍ଵର: ଚଳିତ ନଭେମ୍ବର ୧୪ ରୁ ୨୭ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଖୋଲାଯାଇଥିବା ଓଡିଶା…

ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ୧୧୭ କୋଟି ଟଙ୍କା ସୁଧ ଫେରସ୍ତ

ଭୁବନେଶ୍ୱ: ମହିଳା ସଶକ୍ତିକରଣ ହେଉଛି ବିକଶିତ ଓଡିଶା ଗଠନରେ ଏକ ଗୁରୁତ୍ଵପୂର୍ଣ୍ଣ ଅଙ୍ଗ। ମା ମାନଙ୍କର  ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ…

ଓଡ଼ିଶା ପାଭିଲିୟନ ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ

ନୂଆଦିଲ୍ଲୀ/ଭୁବନେଶ୍ଵର : ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡିଶା ପାଭିଲିୟନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଓ ‘ଆତ୍ମନିର୍ଭର ଭାରତ’ ଆହ୍ଵାନ…

ସମବାୟ ଅନୁଷ୍ଠାନ ହେବ ଆତ୍ମନିର୍ଭରଶୀଳ : ସମବାୟ ମନ୍ତ୍ରୀ

ଭୁବନେଶ୍ଵର : ଓଡ଼ିଶାର ସମବାୟ କ୍ଷେତ୍ରରେ କ୍ରାନ୍ତିକାରୀ ପରିବର୍ତ୍ତନ ଆସିବ। ସମବାୟ ଅନୁଷ୍ଠାନ ହେବ ଆତ୍ମନିର୍ଭରଶୀଳ।  ପ୍ରଗତିର ପ୍ରମୁଖ ଇଂଜିନ୍ ସାଜିବ ଓ ତୃଣମୂଳ ସ୍ତରରେ ସମବାୟ…

ଶକ୍ତି ନେତାଙ୍କ ସମ୍ମିଳନୀ ଲୋଗୋ ଓ ୱେବସାଇଟ ଉନ୍ମୋଚିତ

ନୂଆଦିଲ୍ଲୀ: ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ, ଆଇଆଇଟି କାନପୁର ଓ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗର ମିଳିତ ସହଭାଗୀତାରେ ଆସନ୍ତା ୫ ରୁ ୭ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ…