ମାରିଟାଇମ ସପ୍ତାହ ୨୦୨୫ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶା ଷ୍ଟଲ ଉଦଘାଟିତ

ମୁମ୍ବାଇ :  ମୁମ୍ବାଇ ନେସ୍କୋ ଗ୍ରାଉଣ୍ଡରେ ଆୟୋଜିତ ମାରିଟାଇମ ସପ୍ତାହ ୨୦୨୫ ଅବସରରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଓଡିଶାର ଗୌରବୋଜ୍ଜଳ ନୌବାଣିଜ୍ୟ ପରମ୍ପରା…

ବୈଷୟିକ ଜ୍ଞାନକୌଶଳ ଦ୍ୱାରା ପରିଚାଳିତ ଜଳବାୟୁ ଅନୁକୂଳ କୃଷି ପ୍ରଣାଳୀକୁ ଗୁରୁତ୍ୱ

ଭୁବନେଶ୍ୱର: କୃଷି ଭବନ ଅଡିଟୋରୀୟମରେ ରାଜ୍ୟସ୍ତରୀୟ ବାର୍ଷିକ ରବି ସମ୍ମିଳନୀ- ୨୦୨୫-୨୬ ଅନୁଷ୍ଠିତ ହୋଇଥିଲା। ଏଥିରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ…

୩ ଲକ୍ଷ କୁଇଣ୍ଟାଲ ଉନ୍ନତ ମାନର ପ୍ରାମାଣିକ ଆଳୁ ବିହନ ଯୋଗାଇ ଦେବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତବର୍ଷ ସରକାର ପ୍ରାୟ ୫୦ ହଜାରରୁ ଉର୍ଦ୍ଧ୍ବ ଏକର ଚାଷଜମିରେ ଆଳୁଚାଷ କରିବା ପାଇଁ ଯୋଜନା କରିଛନ୍ତି। ଆଳୁ ଉତ୍ପାଦନରେ ଓଡ଼ିଶାକୁ ଆତ୍ମନିର୍ଭର କରିବା ଅଭିଯାନରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବେଦାନ୍ତ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ

ଭୁବନେଶ୍ବର: ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ…

ଆସନ୍ତା ଡିସେମ୍ବର ମାସ ୬-୭ରେ ଓଡ଼ିଶାରେ ଆୟୋଜିତ ହେବ ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ

ଭୁବନେଶ୍ୱର: ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆସନ୍ତା ଡିସେମ୍ବର ମାସ ୬-୭ ରେ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଗ୍ଲୋବାଲ ଏନର୍ଜି…

ଦେଶବ୍ୟାପୀ ବିଶେଷ ସଘନ ସଂଶୋଧନ (SIR) ପ୍ରସ୍ତୁତି ପାଇଁ ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ

ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗ (ECI) ର ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ସମ୍ମିଳନୀ ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଡେମୋକ୍ରାସି ଆଣ୍ଡ…

ଅନ୍ତର୍ଜାତୀୟ ଶ୍ରୀଅନ୍ନ ସମ୍ମିଳନୀର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ମାସ ୧୦ ଓ ୧୧ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ଶ୍ରୀଅନ୍ନ ସମ୍ମିଳନୀ। ଏଥରର ଶୀର୍ଷକ ରହିଛି “ଅନ୍ତର୍ଜାତୀୟ ଶ୍ରୀଅନ୍ନ ସମ୍ମିଳନୀ…

‘ରପ୍ତାନୀ କ୍ଷେତ୍ରରେ ଆମ ପାଖରେ ବ୍ୟାପକ ସୁଯୋଗ ଅଛି’

ଭୁବନେଶ୍ଵର : ରପ୍ତାନୀ କ୍ଷେତ୍ରରେ ଆମ ପାଖରେ ବ୍ୟାପକ ସୁଯୋଗ ରହିଛି। ସୁଯୋଗ ସମ୍ପର୍କରେ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଅବଗତ ହେବା ଅତ୍ୟନ୍ତ ଜରୁରୀ। ଏହି ସୁଯୋଗର…

ବ୍ୟାଙ୍କରମାନେ ସହାନୁଭୂତିଶୀଳ ହୋଇ ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ବ୍ୟାପକଭାବେ ଅନ୍ତର୍ଭୁକ୍ତ କରନ୍ତୁ – ରାଜ୍ୟପାଳ

ଭୁବନେଶ୍ୱର: ବ୍ୟାଙ୍କରମାନେ ସହାନୁଭୂତିଶୀଳ ହୋଇ ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ବହୁଳ ସଂଖ୍ୟାରେ ଅନ୍ତର୍ଭୁକ୍ତ କରାନ୍ତୁ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତ। ଚଳିତ ଅକ୍ଟୋବର…

ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଓ କଲ୍ୟାଣ ନିଗମ ପକ୍ଷରୁ ଗୃହ ବିଭାଗ ସହ ବୁଝାମଣାପତ୍ର ସ୍ୱାକ୍ଷର

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଓ କଲ୍ୟାଣ ନିଗମ (ଓପିଏଚ୍‌ଡବ୍ଲୁ୍ୟସି) ଓଡ଼ିଶା ସରକାରଙ୍କ ଗୃହ ବିଭାଗ ସହିତ ଏକ ବୁଝାମଣାପତ୍ର (ଏମ୍ଓୟୁ) ସ୍ୱାକ୍ଷର କରିଛି,…