୨୮ଟି ନବଗଠିତ NAC ପାଇଁ ୫୬୦ କୋଟି ଟଙ୍କାର ସ୍ୱତନ୍ତ୍ର ଉନ୍ନୟନ ପ୍ୟାକେଜ୍

ଭୁବନେଶ୍ବର: ରାଜ୍ୟର ନବଗଠିତ NAC  ଗୁଡ଼ିକର ସାମଗ୍ରିକ ବିକାଶ ଏବଂ ନାଗରିକଙ୍କ ପାଇଁ ଉନ୍ନତ ମୌଳିକ ସୁବିଧା ସୁନିଶ୍ଚିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ବଡ଼…

ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାରରୁ ଅତିକମରେ ଜଣଙ୍କୁ ସମବାୟ ସଦସ୍ୟ କରିବାର ଲକ୍ଷ୍ୟ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ଆସନ୍ତା ମଙ୍ଗଳବାର ସେପ୍ଟେମ୍ବର ୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ରାଜ୍ୟର…

‘ବ୍ଲୁ ଇକୋନୋମି’ର ବିକାଶ ନେଇ ଆଲୋଚନା

ଭୁବନେଶ୍ୱର: ଓଡ଼ିଶାର ଉପକୂଳ ଅଞ୍ଚଳକୁ ଅବକ୍ଷୟରୁ ସୁରକ୍ଷା, ଜଳବାୟୁ ପରିବର୍ତ୍ତନଜନିତ ବିପଦର ମୁକାବିଲା ଏବଂ ଉପକୂଳବର୍ତ୍ତୀ ଅଞ୍ଚଳର ସ୍ଥାୟୀ ଆର୍ଥିକ ବିକାଶକୁ ଅଧିକ ସୁଦୃଢ଼ କରିବା ନେଇ…

ଡାଲି ଜାତୀୟ ଫସଲ, ବୁଟ, ମସୁର, ହରଡ଼, ଚଣା ଓ ରାଶି ଚାଷ ପାଇଁ ୪ଟି ଏମଓୟୁ ସ୍ୱାକ୍ଷରିତ  

ଭୁବନେଶ୍ୱର: ଜ୍ୟର ଚାଷୀମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କ ଆୟ ବୃଦ୍ଧି କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୬ଟି ଗୁରୁତ୍ୱପୂର୍ଣ୍ଣ…

‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଲେ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର:  ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ‘ସୁଭଦ୍ରା’ଯୋଜନାର ପଞ୍ଚମ କିସ୍ତି…

ଜଳ ସମ୍ପଦ କ୍ଷେତ୍ରରେ ପ୍ରଶିକ୍ଷଣ, ଗବେଷଣା ଓ ଭିତ୍ତିଭୂମି ବିକାଶକୁ ନୂଆ ଗତି

ଭୁବନେଶ୍ୱର: ଓଡ଼ିଶାରେ ଜଳ ସମ୍ପଦ ପରିଚାଳନାକୁ ଅଧିକ ବୈଜ୍ଞାନିକ, ପ୍ରଯୁକ୍ତିଭିତ୍ତିକ ଓ ଦକ୍ଷ କରିବା ସହ ଜଳ ଓ ଭୂମି ପରିଚାଳନା ପ୍ରତିଷ୍ଠାନ (ବାଲ୍‌ମି)କୁ ଏକ ଆଧୁନିକ…

ଓଡ଼ିଶା ଅର୍ବାନ୍ କନକ୍ଲେଭ-୨୦୨୬

ଭୁବନେଶ୍ୱର: ରାଜ୍ୟର ସହରାଞ୍ଚଳରେ ସୁଶାସନ, ଯୋଜନାବଦ୍ଧ ବିକାଶ ଓ ଉନ୍ନତ ନାଗରିକ ସେବାକୁ ଅଧିକ ଗତିଶୀଳ କରିବା ଲକ୍ଷ୍ୟରେ  ଭୁବନେଶ୍ୱର ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟର ଅଡିଟୋରିୟମୀରେ…

‘ଟୁରିଜମ୍ ରୋଡ୍ ଶୋ’ରେ ଓଡ଼ିଶାର ବିବିଧ ପର୍ଯ୍ୟଟନ ସମ୍ଭାବନା ପ୍ରଦର୍ଶିତ

ବାରଣାସୀ । ଭୁବନେଶ୍ବର: ବାରଣାସୀଠାରେ ଆୟୋଜିତ ‘ଓଡ଼ିଶା ପରବ ୨୦୨୬’ ଅବସରରେ ଏକ ‘ଓଡ଼ିଆ ପ୍ରବାସୀ ମିଳନ’ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାରଣାସୀରେ ରହୁଥିବା ଓଡ଼ିଆ…

‘ଓଡ଼ିଶାରେ ସବୁ ପ୍ରକାର ପର୍ଯ୍ୟଟନ ସମ୍ଭାବନା ରହିଛି’

ବାରାଣାସୀ / ଭୁବନେଶ୍ୱର : ଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବାରାଣାସୀଠାରେ ଆୟୋଜିତ FHRAI ର…

ଖରିଫ ଧାନ ବିକ୍ରୟ ପାଇଁ ପଞ୍ଜିକରଣ ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ବର: ଖରିଫ ଧାନ ସଂଗ୍ରହ ବିପଣନ ଋତୁ ୨୦୨୬-୨୭ ପାଇଁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭ ଲକ୍ଷ ୧୮ ହଜାରରୁ ଅଧିକ ଚାଷୀ ନାମ ପଞ୍ଜିକରଣ କରିସାରିଲେଣି।…