‘ଓଡ଼ିଶାର ହସ୍ତତନ୍ତ ଆମର ପରିଚୟ, ଆମର ସଂସ୍କୃତି ଏବଂ ଆମର ଜୀବନ୍ତ ଐତିହ୍ୟ’

ଭୁବନେଶ୍ୱର:  ଭୁବନେଶ୍ୱରର ମଞ୍ଚେଶ୍ୱରଠାରେ ଅବସ୍ଥିତ ‘ରେଶାଭବନ’ରେ ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଦ୍ୱାଦଶ ରାଜ୍ୟ ସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ୨୦୨୬ର…

ଗ୍ରାମାଞ୍ଚଳରେ ଦକ୍ଷତା ବିକାଶ ଉଦ୍ୟମିତାକୁ ଗୁରୁତ୍ୱ ଦେବାକୁ ବିଶ୍ୱବିଦ୍ୟାଳୟଗୁଡିକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟଗୁଡିକ ନିଜ ଅଞ୍ଚଳର ଅନ୍ତତ ଗୋଟିଏ ଗ୍ରାମକୁ ପୋଷ୍ୟ ଗ୍ରାମ ଭାବେ ଗ୍ରହଣ କରି ସ୍ଥାନୀୟ ଲୋକଙ୍କ ଦକ୍ଷତା ଓ ସମ୍ଭାବନା ଚିହ୍ନଟ କରିବା ସହ…

ଓଡ଼ିଶାରେ ପ୍ରଯୁକ୍ତି ବିପ୍ଳବକୁ ନୂଆ ଦିଗ — AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଉଦ୍‌ଘାଟିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ NITKAL ଏଣ୍ଟରପ୍ରାଇଜ୍ ସର୍ଭିସେସ୍‌ର କ୍ୟାମ୍ପସରେ ଜାପାନୀଜ୍ SAP ସଫ୍ଟୱେର ଗ୍ଲୋବାଲ୍ କ୍ୟାପାବିଲିଟି ସେଣ୍ଟର (GCC) ସହିତ AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍…

ଓଡ଼ିଶାର  ୩୦ଟି ଜିଲ୍ଲାର ବିବିଧ ଉତ୍ପାଦ ଜାତୀୟ ଓ ଅନ୍ତର୍ଜାତୀୟ କ୍ରେତାଙ୍କ ସମ୍ମୁଖରେ ପ୍ରଦର୍ଶିତ

ନୂଆଦିଲ୍ଲୀ: ଓଡ଼ିଶାର ବିବିଧ ଗ୍ରାମୀଣ ଉତ୍ପାଦ, ପାରମ୍ପରିକ କାରିଗରୀ ଓ ଉଦ୍ୟୋଗୀ ସାମର୍ଥ୍ୟକୁ ଜାତୀୟ ଓ ଅନ୍ତର୍ଜାତୀୟ ବଜାରରେ ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ପଞ୍ଚାୟତିରାଜ…

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ୩ୟ ରାଜ୍ୟସ୍ତରୀୟ ମାନକୀକରଣ କମିଟି ବୈଠକ ଅନୁଷ୍ଠିତ

ମାନକୀକରଣକୁ ସୁଦୃଢ଼ କରିବାକୁ ଗୁରୁତ୍ୱ ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ମାନକୀକରଣ ଉପରେଓଡ଼ିଶା ରାଜ୍ୟସ୍ତରୀୟ କମିଟି (ଏସଏସସି)ର ୩ୟ ବୈଠକ ଲୋକସେବା ଭବନସ୍ଥିତ…

ଜୁଲାଇ ସୁଦ୍ଧା କାର୍ଯ୍ୟକ୍ରମ ବ୍ୟୟ ୧୯.୧%, ପୁଞ୍ଜି ବ୍ୟୟ ୨୦.୨% ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅର୍ଥ ବିଭାଗର ସମୀକ୍ଷା କରି ରାଜସ୍ୱ ଆଦାୟ ବ୍ୟବସ୍ଥାକୁ ଆହୁରି ଦକ୍ଷ କରିବା ସହିତ ପୁଞ୍ଜି ଓ…

ଅବସରପ୍ରାପ୍ତ ଅଧିକାରୀଙ୍କ ପାଇଁ କୃଷି-ବ୍ୟବସାୟ କର୍ମଶାଳା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କୃଷି ଭବନରେ “ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା” ଅଧୀନରେ ଅବସରପ୍ରାପ୍ତ ଅଧିକାରୀମାନଙ୍କ ପାଇଁ ଏକ ସ୍ୱତନ୍ତ୍ର କର୍ମଶାଳା ଆୟୋଜିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ବିଭିନ୍ନ…

କ୍ରୁଟ୍‌ର କାର୍ଯ୍ୟକଳାପ ସମୀକ୍ଷା: ସୁରକ୍ଷା, ସେବାର ଗୁଣବତ୍ତା ଓ ଯାତ୍ରୀ ସନ୍ତୋଷ ଉପରେ ଗୁରୁତ୍ୱ

ଭୁବନେଶ୍ୱର: କମ୍ପ୍ରିହେନ୍ସିଭ୍ ରିଜିଓନାଲ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍)ର କାର୍ଯ୍ୟକଳାପ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ…

‘ସ୍ଥାୟୀ ଜୀବନଶୈଳୀ ଭାରତର ଶକ୍ତି ସୁରକ୍ଷା ସହ ଜଡ଼ିତ’

ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ି ଜଳବାୟୁ ସହନଶୀଳତା ଓ ସବୁଜ ବିକାଶର ନେତୃତ୍ୱ ନେବାକୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ଏତତବ୍ୟତୀତ…

ଖରିଫ ମାର୍କେଟିଂ ଋତୁ ୨୦୨୬-୨୭ ପାଇଁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ନେଇ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ବୈଠକ

ଭୁବନେଶ୍ୱର: ଆଗାମୀ ଖରିଫ ଧାନ ସଂଗ୍ରହ ଋତୁ ୨୦୨୬-୨୭ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟାକୁ ସୁଗମ ଓ ସ୍ୱଚ୍ଛ କରିବା ଉଦ୍ଦେଶ୍ୟରେ ଆନ୍ତଃ-ମନ୍ତ୍ରୀସ୍ତରୀୟ କମିଟି (Inter-Ministerial Committee)…