ରାଜ୍ୟ କାଜୁ ଉନ୍ନୟନ ନିଗମ ପକ୍ଷରୁ ୫୦୦ ହେକ୍ଟର ଜମିରେ ହାଇବ୍ରିଡ୍ କାଜୁର ପୁନଃ-ରୋପଣ କାର୍ଯ୍ୟକ୍ରମ ହାତକୁ ନିଆଯିବ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୪ଟି ନିଗମ, ଓଡ଼ିଶା କୃଷି ଶିଳ୍ପ ନିଗମ (OAIC), ଓଡ଼ିଶା କୃଷି…

ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ

ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି (ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ଆଜି ସ୍ଥାନୀୟ…

ସୋଲର ଠାରେ ଓଡ଼ିଶା ଅବକାରୀ ବିଭାଗର ଦୀକ୍ଷାନ୍ତ ସମାରୋହ

ସୋଲର: ଯାଜପୁର ଜିଲ୍ଲାସ୍ଥିତ ପୋଲିସ ପ୍ରଶିକ୍ଷଣ ପ୍ରତିଷ୍ଠାନ ସୋଲର, ବୈରୀଠାରେ ଓଡ଼ିଶା ଅବକାରୀ ବିଭାଗର ୨୨ଜଣ ଅବକାରୀ ଉପ ଅଧୀକ୍ଷକ ଏବଂ ୧୦୦ ଜଣ ଅବକାରୀ ଉପ…

ପଞ୍ଜୀକରଣ କାର୍ଯ୍ୟାଳୟରେ ସ୍ମାର୍ଟ୍ ନିରୀକ୍ଷଣ ବ୍ୟବସ୍ଥା ସଂକ୍ରାନ୍ତରେ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଆଇଜିଆର୍ ନିରୀକ୍ଷଣ ବ୍ୟବସ୍ଥା ସଂକ୍ରାନ୍ତରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ…

‘ଓଡିଶାର ଯୁବବର୍ଗଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ଆମର ମୁଖ୍ୟ ଲକ୍ଷ୍ୟ’

ଭୁବନେଶ୍ୱର: ଓଡ଼ିଶାକୁ ଏକ ଶିଳ୍ପ ସମୃଦ୍ଧ ଅର୍ଥନୀତିରେ ପରିଣତ କରିବା ଏବଂ ବିଶ୍ୱସ୍ତରୀୟ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ଦିଗରେ ରାଜ୍ୟ ଶିଳ୍ପ ଇତିହାସରେ ଏକ ନୂତନ ଅଧ୍ୟାୟ…

ସରକାରୀ ଆପ୍ ମାଧ୍ୟମରେ ସମନ୍ୱିତ ଗମନାଗମନ ଓ ନାଗରିକ ସୁରକ୍ଷା ସେବା ଯୋଗାଇବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ

ଭୁବନେଶ୍ୱର: ପ୍ରଯୁକ୍ତିବିଦ୍ୟା ଓ ଡିଜିଟାଲ୍ ପ୍ରୟାସ ମାଧ୍ୟମରେ ନାଗରିକ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଦକ୍ଷ ଜନସେବା ପାଇଁ ପ୍ରଶାସନିକ ତଥ୍ୟର ସଦୁପଯୋଗ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଯୋଜନା ଓ ସଂଯୋଜନ ବିଭାଗ ଅଧୀନସ୍ଥ ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶାଳୟ (ଡିଇଏଣ୍ଡଏସ୍) ପକ୍ଷରୁ ୨୦ତମ ଜାତୀୟ ପରିସଂଖ୍ୟାନ ଦିବସ ଅବସରରେ “ଦକ୍ଷ ଜନସେବା ପ୍ରଦାନ…

ଭାରତ ସରକାରଙ୍କ ସମବାୟ ମନ୍ତ୍ରଣାଳୟର ୫ମ ପ୍ରତିଷ୍ଠା ଦିବସର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ସମବାୟ ବିଭାଗ,ଓଡ଼ିଶାଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶା ରାଜ୍ୟ ସମବାୟ ୟୁନିୟନ, ଭୁବନେଶ୍ୱରଙ୍କ ଆନୁକୂଲ୍ୟରେ ଭାରତ ସରକାରଙ୍କ ସମବାୟ ମନ୍ତ୍ରଣାଳୟର ୫ମ ପ୍ରତିଷ୍ଠା ଦିବସର ଉଦ୍‌ଘାଟନୀ ଉତ୍ସବ ଭୁବନେଶ୍ୱରସ୍ଥିତ …

‘ତୃଣମୂଳ ସ୍ତରର ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ପାଇଁ ଓଡ଼ିଶା ସରକାର ପ୍ରତିବଦ୍ଧ’

ବାରିପଦା:  ଆନ୍ତର୍ଜାତୀୟ ବିଶ୍ୱ ଏମଏସଏମଇ ଦିବସ ଅବସରରେ, ବାରିପଦାସ୍ଥିତ ଐତିହାସିକ ଶ୍ରୀରାମ ଚନ୍ଦ୍ର ପାଠାଗାରଠାରେ ମୟୂରଭଞ୍ଜ ଜିଲ୍ଲା ଶିଳ୍ପ କେନ୍ଦ୍ର  ପକ୍ଷରୁ ‘ଉଦ୍ୟମୀ ଓଡ଼ିଶା ଏମଏସଏମଇ କାର୍ଯ୍ୟକ୍ରମ’…

ନିର୍ଦ୍ଧାରିତ ସମୟର ବର୍ଷେ ପୂର୍ବରୁ ଓଡ଼ିଶାରେ ୨୬ ଲକ୍ଷରୁ ଅଧିକ ‘ଲକ୍ଷପତି ଦିଦି’: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ମିଶନ ଶକ୍ତି ବିଭାଗ ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନରେ ରାଜ୍ୟସ୍ତରୀୟ ‘ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ’ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟର ୩୦ଟି…