ଓଡ଼ିଶାରେ ନିକୋଟିନ୍ ଯୁକ୍ତ ସମସ୍ତ ପଦାର୍ଥ ଉପରେ ପ୍ରତିବନ୍ଧକ

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍…

ଭିଜିଲାନ୍‌ସ ବିଭାଗ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ୨୦ ବର୍ଷର ଇତିହାସକୁ ପଛରେ ପକାଇ ଓଡ଼ିଶା ଭିଜିଲାନ୍ସ ଏକ ଉତ୍କୃଷ୍ଟ ଉଦାହରଣ ସୃଷ୍ଟି କରିଛି। ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି…

ଡାହାଣୀ ସନ୍ଦେହରେ ନିର୍ଯାତନା ଓ ବାଲ୍ୟ ବିବାହ ନିଷେଧ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର : ସାମାଜିକ ସମାନତା ହିଁ ବିକଶିତ ଓଡ଼ିଶାର ମୂଳପିଣ୍ଡ। ଉତ୍ତରପିଢିକୁ ଏକ କୁପ୍ରଥା ବିହୀନ ସୁସ୍ଥ ସମାଜ ପ୍ରଦାନ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ…

ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା ପାଇଁ ଓଡିଶା ପୋଲିସର କଠୋର ପଦକ୍ଷେପ

ଭୁବନେଶ୍ୱର :  ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା ପାଇଁ ଓଡିଶା ପୋଲିସ କଠୋର ପଦକ୍ଷେପ ଗ୍ରହଣ କରୁଛି। ବିଗତ କିଛି ଦିନ…

ବେଆଇନ ଗଞ୍ଜେଇ ଚାଷ ରୋକିବାରେ ଓଡ଼ିଶା ପୋଲିସର ନିରନ୍ତର ଉଦ୍ୟମ

ଭୁବନେଶ୍ୱର : ବେଆଇନ ଗଞ୍ଜେଇ ଚାଷ ରୋକିବାରେ ଓଡ଼ିଶା ପୋଲିସ  ନିରନ୍ତର ଉଦ୍ୟମ କରିବା ସହିତ  ଚଢାଉ ଅଭିଯାନ ଜାରି ରଖିଛି।  ସ୍ଵତନ୍ତ୍ର ଯୋଜନା, ନୂତନ କୌଶଳ,…

ସଂଯୁକ୍ତ ଉପକୂଳ ସୁରକ୍ଷା ଅଭ୍ୟାସ “ସାଗର କବଚ” ଉପରେ ସମୀକ୍ଷା ବୈଠକ

ଭୁବନେଶ୍ବର: ଗତ ସେପ୍ଟେମ୍ବର ୩ ଓ ୪ ତାରିଖରେ ଅନୁଷ୍ଠିତ ହୋଇଥିବା ସଂଯୁକ୍ତ ଉପକୂଳ ସୁରକ୍ଷା ଅଭ୍ୟାସ ସାଗର କବଚ ଉପରେ ଏକ ସମୀକ୍ଷା ବୈଠକ ଗୃହ…

କୌଣସି ଅପ୍ରୀତିକର ପରିସ୍ଥିତିକୁ ମୁକାବିଲା କରିବାକୁ ସର୍ବଦା ପ୍ରସ୍ତୁତ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ

କଟକ : ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ସୁରକ୍ଷା ଉଦ୍ଦେଶ୍ୟରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ…

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା  କେନ୍ଦ୍ରାଞ୍ଚଳ…

ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୫

ଭୁବନେଶ୍ବର: ଆୟୋଜିତ ଏହି କାର୍ଯ୍ୟକ୍ରମ ଦୁର୍ନୀତି ନିବାରଣ ପାଇଁ କେବଳ ଏକ ପ୍ରତିକାତ୍ମକ କାର୍ଯ୍ୟକ୍ରମ ନୁହେଁ, ଏହା ଦୁର୍ନୀତିଖୋର୍ ଅଧିକାରୀଙ୍କୁ ଏବଂ ଦୁର୍ନୀତିରେ ଲିପ୍ତ ସିଷ୍ଟମକୁ ଦୁର୍ନୀତି…

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନକୁ ସଫଳତା

ଭୁବନେଶ୍ୱର : ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ – ୨୦୨୫…