ଭକ୍ତମାନଙ୍କ ମଙ୍ଗଳ ସୁନିଶ୍ଚିତ କର : ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର: ଶ୍ରୀଜଗନ୍ନାଥଙ୍କ ବାହୁଡା ଯାତ୍ରା ଏବଂ ସୁନାବେଶରେ ବିପୁଳ ଭକ୍ତସମାବେଶକୁ ଦୃଷ୍ଟିରେ ରଖି ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ପୂର୍ବତଟ ରେଳପଥ, ଭୁବନେଶ୍ୱରର…

ଭକ୍ତି ଓ ଆଧ୍ୟାତ୍ମିକ ଭରା ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି ୨୦୨୫’ର ଦ୍ୱିତୀୟ ସଂଧ୍ୟାରେ ଦର୍ଶକ ବିଭୋର

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ନିବେଦିତ ଶ୍ରୀ ଜଗନ୍ନାଥ…

ପବିତ୍ର ରଥଯାତ୍ରା ଉପଲକ୍ଷେ ଶ୍ରୀ ଜଗନ୍ନାଥ ଭକ୍ତି ସଂଗୀତ ସମାରୋହ – ‘ଗୁହାରି ୨୦୨୫’ ଉଦ୍ଘାଭଟିତ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀ ଜଗନ୍ନାଥ ଭକ୍ତି ସଙ୍ଗୀତ…

ଓଡିଶାକୁ ବିଶ୍ୱସ୍ତରରେ ପ୍ରଶଂସିତ ପର୍ଯ୍ୟଟନ ସ୍ଥଳ କରିବା ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର : ଓଡିଶାକୁ ବିଶ୍ୱସ୍ତରରେ ଏକ ପ୍ରଶଂସିତ ପର୍ଯ୍ୟଟନ ସ୍ଥଳରେ  ପରିଣତ କରିବା ପାଇଁ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍ ପାଟି ଆହ୍ୱାନ ଜଣାଇଛନ୍ତି। ଭୁବନେଶ୍ୱରଠାରେ ଓଡିଶା…

ରଥଯାତ୍ରାରେ ସେବା କରିବା ଏକ ଦିବ୍ୟ ସୁଯୋଗ – ରାଜ୍ୟପାଳ

ଭୁବନେଶ୍ୱର: ରଥଯାତ୍ରା ଅବସରରେ ସେବା କରିବା ଏକ ଦିବ୍ୟ ସୁଯୋଗ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମ୍ ପାଟି କହିଛନ୍ତି। ଶ୍ରୀକ୍ଷେତ୍ର ପୁରୀ ଠାରେ ପୃଥିବୀ…

ରାଜଭବନରେ ପଶ୍ଚିମବଙ୍ଗର ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ରାଜଭବନରେ ଅନ୍ୟ ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ ଜାତୀୟ ଏକତା, ପ୍ରଗତି ଏବଂ ଜାତୀୟ ଗର୍ବ ପ୍ରତି ଆମର ପ୍ରତିବଦ୍ଧତାକୁ ସୁଦୃଢ  କରୁଛି ବୋଲି ମାନ୍ୟବର…

ଲୋକସେବା ଭବନରେ ନନ୍ଦିତା ଦାସ

ଭୁବନେଶ୍ୱର: ଲୋକସେବା ଭବନରେ ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ…

‘ଶାରୀରିକ ବ୍ୟାୟମ ଠାରୁ ଯୋଗର ସ୍ଥାନ ବହୁତ ଉଚ୍ଚରେ’

ଭୁବନେଶ୍ୱର : ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ…

ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସର ସମୀକ୍ଷା ପାଇଁ ଦୁଇ ସଦସ୍ୟବିଶିଷ୍ଟ ସମିତି ଗଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ନିଯୁକ୍ତ ବିଭିନ୍ନ ନିଯୋଗମାନଙ୍କ ଦ୍ୱାରା କରାଯାଉଥିବା ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସ (Rଞ୍ଚR)ର ସମୀକ୍ଷା କରିବା ସହ ଅନ୍ତିମ ରୂପ…