ଅଧିକାରୀ ଓ କର୍ମଚାରୀମାନଙ୍କୁ ସ୍ୱଚ୍ଛତା ଶପଥ ପାଠ କରାଇଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ୧୭ ଅକ୍ଟୋବରରୁ ୧୭ ନଭେମ୍ବର ୨୦୨୬ ପର୍ଯ୍ୟନ୍ତ ସାରା ଦେଶରେ “ସ୍ୱଚ୍ଛତା ହିଁ…

୭ମ ଓଡ଼ିଶା ଟ୍ରାଭେଲ ବଜାର: ଭାଗ ନେଲେ ୪୦ଟି ଅଗ୍ରଣୀ ଜାତୀୟ ହୋଟେଲ ବ୍ରାଣ୍ଡ ଏବଂ ୨୫୦ ଜଣ ରାଜ୍ୟ ନିବେଶକ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମେ’ଫେୟାର ସାଙ୍କଚୁଆରୀଠାରେ ଆୟୋଜିତ ତ୍ରିଦିବସୀୟ ‘୭ମ ଓଡ଼ିଶା ଟ୍ରାଭେଲ ବଜାର (OTB) ୨୦୨୬’ ସଫଳତାର ସହ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ…

ମୌଳିକ କାହାଣୀ, ଲୋକକଥା ଓ ଇତିହାସକୁ ଆଧାର କରି ସିନେମା ନିର୍ମାଣ କରନ୍ତୁ ଯୁବପିଢ଼ି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ସିନେମାର ଗୌରବଜ୍ୱଳ ଅତୀତକୁ ପୁନର୍ଜୀବିତ କରିବା ଏବଂ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ନବକଳେବର ପ୍ରାପ୍ତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡ଼ିଓ’ର ଭବ୍ୟ…

ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ସର୍ଭେ ଓ ସେଟଲମେଣ୍ଟ ଆଇନ, ୧୯୫୮ ର ଧାରା ୩୨ରେ ଥିବା କ୍ଷମତା ବଳରେ ରାଜସ୍ୱ ପର୍ଷଦ ଦେଲେ ଗୁରୁତ୍ୱପୂର୍ଣ୍ଣ ରାୟ

ଭୁବନେଶ୍ୱର: ଶ୍ରୀ ଗୁଣ୍ଡିଚା ମନ୍ଦିର ଶରଧା ବାଲି ନିକଟବର୍ତ୍ତୀ ମୂଲ୍ୟବାନ ଜମି। ସାବିକ ରେକର୍ଡରେ ମାଲିକ ମହାପ୍ରଭୁ ଶ୍ରୀଜଗନ୍ନାଥ। ସ୍ଥିତି—ଅମୃତ ମଣୋହି। ପରେ ବଦଳିଗଲା ରେକର୍ଡ, ଆସିଲା…

ଖଣ୍ଡଗିରି-ଉଦୟଗିରିରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’: ପର୍ଯ୍ୟଟକ ଅନଲାଇନ୍ ଟିକେଟ୍ ବୁକ୍ କରିପାରିବେ

ଭୁବନେଶ୍ୱର: ଓଡ଼ିଶାର ପ୍ରାଚୀନ ଐତିହ୍ୟ ଓ ଐତିହାସିକ ଗୌରବକୁ ପର୍ଯ୍ୟଟକମାନଙ୍କ ନିକଟରେ  ଉପସ୍ଥାପନ କରିବା ପାଇଁ ଭୁବନେଶ୍ୱରର ଐତିହାସିକ ଖଣ୍ଡଗିରିଠାରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ  ଆନୁଷ୍ଠାନିକ…

ଓଡ଼ିଆକୁ ଜ୍ଞାନ, ଦକ୍ଷତା ଓ ସୁଯୋଗର ଭାଷା କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ଓଡ଼ିଆ ଭାଷାକୁ ଜ୍ଞାନ, ଦକ୍ଷତା, ନବସୃଜନ ଓ ସୁଯୋଗର ଭାଷା ଭାବେ ବିକଶିତ କରିବା ପାଇଁ ସମସ୍ତଙ୍କ ସମନ୍ୱିତ ପ୍ରୟାସ ଆବଶ୍ୟକ ବୋଲି ଓଡ଼ିଶାର ରାଜ୍ୟପାଳ…

ଶ୍ରୀମନ୍ଦିର ସୁଆର ନିଯୋଗ କର୍ମକର୍ତ୍ତାଙ୍କ ସହ ମନ୍ତ୍ରୀ ପୃଥ୍ୱୀରାଜଙ୍କ ଆଲୋଚନା

ଭୁବନେଶ୍ୱର: ଶ୍ରୀମନ୍ଦିରର ମହାପ୍ରସାଦ ପ୍ରସ୍ତୁତି ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ,…

ଐତିହାସିକ କଟକ ବାଲିଯାତ୍ରା-୨୦୨୬ ସଂପର୍କିତ ଉଚ୍ଚସ୍ତରୀୟ ପ୍ରସ୍ତୁତି ଓ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କଟକର ଐତିହାସିକ ଓ ସାଂସ୍କୃତିକ ଗଣପର୍ବ ‘ବାଲିଯାତ୍ରା–୨୦୨୬’କୁ ଅଧିକ ବ୍ୟାପକ, ସୁରକ୍ଷିତ, ସୁବ୍ୟବସ୍ଥିତ ଓ ଆକର୍ଷଣୀୟ ଭାବେ ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବ…

ଶ୍ରୀମନ୍ଦିର ଶୃଙ୍ଖଳିତ ଧାଡ଼ି ଦର୍ଶନ: ଏକ ଘଣ୍ଟାରେ ୮-୧୦ ହଜାର ଭକ୍ତ କରିପାରିବେ ଶୃଙ୍ଖଳିତ ଦର୍ଶନ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ପୁରୀ ଶ୍ରୀମନ୍ଦିର ପ୍ରତି ସାରା ବିଶ୍ୱବାସୀଙ୍କ ଅହେତୁକ ଭକ୍ତି ଓ ଆଗ୍ରହ ରହିଛିI ତେଣୁ ପ୍ରତି ବର୍ଷ ଭକ୍ତ ଓ…

ଓଡ଼ିଶା ଅର୍ବାନ୍ କନକ୍ଲେଭ-୨୦୨୬

ଭୁବନେଶ୍ୱର: ରାଜ୍ୟର ସହରାଞ୍ଚଳରେ ସୁଶାସନ, ଯୋଜନାବଦ୍ଧ ବିକାଶ ଓ ଉନ୍ନତ ନାଗରିକ ସେବାକୁ ଅଧିକ ଗତିଶୀଳ କରିବା ଲକ୍ଷ୍ୟରେ  ଭୁବନେଶ୍ୱର ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟର ଅଡିଟୋରିୟମୀରେ…