ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀଙ୍କର ଉନ୍ନତି ପାଇଁ ସ୍ୱତନ୍ତ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ ହେବ: ବାଚସ୍ପତି

ଭୁବନେଶ୍ୱର: ବିଧାନସଭାରେ ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀଙ୍କର ଉନ୍ନତି ପାଇଁ ଗଠିତ ଗୃହକମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷତା କରି ବାଚସ୍ପତି ସୁରମା ପାଢ଼ୀ କହିଲେ ଯେ…

ଜାପାନ ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧି ଦଳଙ୍କ ସହ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜାପାନ ତତ୍ତୋରି ପ୍ରଦେଶ (ପ୍ରିଫେକ୍ଚର)ର …

କାରିଗରମାନଙ୍କ ଦକ୍ଷତା, ସମସ୍ୟା ଓ ଆବଶ୍ୟକତା ବିଷୟରେ ବିସ୍ତୃତ ଭାବେ ମତ ବିନିମୟ

ଭୁବନେଶ୍ୱର: ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (SIDAC) ରେ ୧୫ଟି ଅତିରିକ୍ତ ହସ୍ତଶିଳ୍ପର …

ନୂଆ ପିଢିର କଣ୍ଠଶିଳ୍ପୀଙ୍କ ପାଇଁ ପ୍ରେରଣା ହେଉଛନ୍ତି ଜ୍ୟୋତିର୍ମୟୀ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହିତ…

ଓଡ଼ିଶା ସାହିତ୍ୟ ଏକାଡେମୀର ୬୯ତମ ସ୍ୱନକ୍ଷତ୍ର ଦିବସ ପାଳିତ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ରବିନ୍ଦ୍ର ମଣ୍ଡପ ଠାରେ ଓଡ଼ିଶା ସାହିତ୍ୟ ଏକାଡେମୀର ୬୯ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ବାବୁ ସିଂ,…

ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ଗୁହାରି ଉଦ୍‌ଯାପିତ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଆୟୋଜିତ ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ “ଗୁହାରି” ଉଦ୍‌ଯାପିତ…

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ, ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର : ଆମ ସରକାର ଆସିବା ପରେ ସମାଜର ସବୁ ବର୍ଗର ଉନ୍ନତି ପାଇଁ ପଦକ୍ଷେପ ନେବା ସହିତ ଆଦିବାସୀମାନଙ୍କ ବିକାଶ ପାଇଁ ସ୍ୱତନ୍ତ୍ର ଭାବେ ପଦକ୍ଷେପ…

‘ପବିତ୍ର ରଥଯାତ୍ରାର ଅନୁଭୂତି ଆଧ୍ୟାତ୍ମିକ ଓ ଉତ୍ସାହପ୍ରଦ’

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ଗୁରୁବାର ଦିନ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତଙ୍କ ସହ ସାମିଲ ହୋଇ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ…

ମହାନ ବିପ୍ଳବୀ ଚକ୍ରଧର ବେହେରାଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: କନିକା ପ୍ରଜା ଆନ୍ଦୋଳନର କର୍ଣ୍ଣଧାର ତଥା ମହାନ ବିପ୍ଳବୀ ଚକ୍ରଧର ବେହେରାଙ୍କୁ ତାଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଗଭୀର ଶ୍ରଦ୍ଧାସହ ସ୍ମରଣ କରାଯାଇଥିଲା। ଗାନ୍ଧୀବାଦୀ ଆଦର୍ଶରେ…

ବୌଦ୍ଧ ଐତିହ୍ୟ ଏବଂ ଆଧ୍ୟାତ୍ମିକ ପର୍ଯ୍ୟଟନକୁ ସୁଦୃଢ଼ କରିବା ପାଇଁ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଏବଂ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଲୋକସେବା ଭବନଠାରେ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଆ ଭାଷା,…