ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ଗୌରବର ସହ ଜାତୀୟ ପତାକା ଉଡ଼ାଇବାକୁ ଓଡ଼ିଶାବାସୀଙ୍କୁ ନିବେଦନ

ଭୁବନେଶ୍ୱର : ପବିତ୍ର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଭୁବନେଶ୍ୱରଠାରେ ‘ଘରେ ଘରେ ତ୍ରିରଙ୍ଗା’ଅଭିଯାନର ଐତିହାସିକ ଶୁଭାରମ୍ଭ କରିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ…

ଓଡ଼ିଶା ସାହିତ୍ୟ ମହୋତ୍ସବ ଓ ରାଷ୍ଟ୍ରୀୟ ଯୁବ ସାହିତ୍ୟିକ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର/ପୁରୀ : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଅଖିଳ ଭାରତୀୟ ସାହିତ୍ୟ ପରିଷଦର ମିଳିତ ସହଯୋଗରେ ପୁରୀ…

୧୨ ତମ ଜାତୀୟ ହସ୍ତତନ୍ତ ଦିବସ: ଭୁବନେଶ୍ୱରରେ ଆକର୍ଷଣୀୟ ଫ୍ୟାଶନ୍ ସୋ’

ଭୁବନେଶ୍ୱର: ୧୨ ତମ ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ପରମ୍ପରା, ବୁଣାକାରଙ୍କ ଅତୁଳନୀୟ କାରୁକାର୍ଯ୍ୟ ଏବଂ ଏହାର ଆଧୁନିକ ଆଭିମୁଖ୍ୟକୁ ନେଇ ୭…

ମହିଳା ପରିଚାଳିତ ଉଦ୍ୟୋଗର ସୁଦୃଢ଼ୀକରଣ ପାଇଁ ରାଜ୍ୟସ୍ତରୀୟ ଆଲୋଚନାଚକ୍ର-ସହ-ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ  ପକ୍ଷରୁ ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନ, ଓ.ୟୁ.ଏ.ଟିଠାରେ ଏକ ଦିବସୀୟ ରାଜ୍ୟସ୍ତରୀୟ ଆଲୋଚନାଚକ୍ର-ସହ-ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ…

“ମା’କ୍ଷୀର ଶିଶୁର ସୁସ୍ଥ ଜୀବନ ପାଇଁ ପ୍ରଥମ ସୁରକ୍ଷା କବଚ”

ଭୁବନେଶ୍ୱର: ରାଜ୍ୟ ମହିଳା ଓ ଶିଶୁ ବିକାଶ (WCD) ବିଭାଗ ପକ୍ଷରୁ ଭୁବନେଶ୍ୱରଠାରେ ରାଜ୍ୟସ୍ତରୀୟ ‘ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୬’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଛୋଟ…

ଚୀନ ଓ ଇରାନ ପ୍ରତିନିଧିମାନଙ୍କୁ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ “ଟାଇମ୍‌ଲେସ ଟେଲ୍” ଶୀର୍ଷକ ପୁସ୍ତକ ପ୍ରଦାନ

ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହେଉଥିବା ବ୍ରିକ୍ସ ଶିକ୍ଷା ସମ୍ମିଳନୀରେ ଯୋଗଦେଇଥିବା ଚୀନ ଓ ଇରାନ ଦେଶର ପ୍ରତିନିଧି ମଣ୍ଡଳୀ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିଦର୍ଶନ କରିଥିଲେ। ଓଡ଼ିଶା…

ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ। ସେ ତତ୍‌କାଳୀନ ସମାଜରେ…

ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀଙ୍କର ଉନ୍ନତି ପାଇଁ ସ୍ୱତନ୍ତ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ ହେବ: ବାଚସ୍ପତି

ଭୁବନେଶ୍ୱର: ବିଧାନସଭାରେ ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀଙ୍କର ଉନ୍ନତି ପାଇଁ ଗଠିତ ଗୃହକମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷତା କରି ବାଚସ୍ପତି ସୁରମା ପାଢ଼ୀ କହିଲେ ଯେ…

ଜାପାନ ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧି ଦଳଙ୍କ ସହ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜାପାନ ତତ୍ତୋରି ପ୍ରଦେଶ (ପ୍ରିଫେକ୍ଚର)ର …

କାରିଗରମାନଙ୍କ ଦକ୍ଷତା, ସମସ୍ୟା ଓ ଆବଶ୍ୟକତା ବିଷୟରେ ବିସ୍ତୃତ ଭାବେ ମତ ବିନିମୟ

ଭୁବନେଶ୍ୱର: ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (SIDAC) ରେ ୧୫ଟି ଅତିରିକ୍ତ ହସ୍ତଶିଳ୍ପର …