‘ବାଙ୍କୀ ପ୍ରଗତି ପରିଷଦ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଗଠନମୂଳକ ପ୍ରୟାସ ମାଧ୍ୟମରେ ଗୋଷ୍ଠୀ ଜୀବନକୁ ସମୃଦ୍ଧ କରୁଛି’

ଭୁବନେଶ୍ୱର: ସୋମବାର ଦିନ ଭୁବନେଶ୍ୱରସ୍ଥିତ ଗୀତ ଗୋବିନ୍ଦ ସଦନଠାରେ ଆୟୋଜିତ ବାଙ୍କୀ ପ୍ରଗତି ପରିଷଦର ୬ଷ୍ଠ ବାର୍ଷିକ ସମ୍ମିଳନୀରେ ଯୋଗ ଦେଇ ସାମାଜିକ ଏକତା, ସାଂସ୍କୃତିକ ଐତିହ୍ୟ…

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପୁରୀର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଏକ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର।…

୨୦୨୩ ଏବଂ ୨୦୨୪ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ବର୍ଷ ୨୦୨୩ ଏବଂ ୨୦୨୪ ପାଇଁ ଯଥାକ୍ରମେ ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର…

ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ବିଶ୍ୱ ସଙ୍ଗୀତ ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ବିଶ୍ୱ ସଙ୍ଗୀତ ଦିବସ ପାଳିତ ହୋଇଯାଇଛି। ରବୀନ୍ଦ୍ର…

ରୁଷିଆନ୍ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ୍–୨୦୨୬ ବିଜୟ ପାଇଁ ସୁଦର୍ଶନ ପଟ୍ଟନାୟକଙ୍କୁ ରାଜ୍ୟପାଳଙ୍କ ଅଭିନନ୍ଦନ

ଭୁବନେଶ୍ୱର : ରୁଷିଆର କାଲିନିନଗ୍ରାଡ୍ ରିଜିଅନରେ ଆୟୋଜିତ ଆନ୍ତର୍ଜାତିକ ବାଲୁକା ଭସ୍କର୍ଯ୍ୟ ଉତ୍ସବରେ ସମ୍ମାନଜନକ ରୁଷିଆନ୍ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ୍–୨୦୨୬ ହାସଲ କରିଥିବା ପଦ୍ମଶ୍ରୀ ସମ୍ମାନପ୍ରାପ୍ତ…

ରଜ ଉପଲକ୍ଷେ ‘ପିଠା on Wheels’

ଭୁବନେଶ୍ୱର: ରଜ ପର୍ବ ଅବସରରେ ଓଡ଼ିଶାର ପାରମ୍ପରିକ ଖାଦ୍ୟ ସଂସ୍କୃତିର ପ୍ରଚାର-ପ୍ରସାର ସହିତ ମହିଳା ଉଦ୍ୟୋଗ ଗୁଡ଼ିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଶନ ଶକ୍ତି ବିଭାଗ ପକ୍ଷରୁ…

ମହେନ୍ଦ୍ରଗିରି ମେଳାରେ ଯୋଗ ଦେଲେ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡଃ ହରି ବାବୁ କମ୍ଭମପାଟି ସୋମବାର ଦିନ ଗଜପତି ଜିଲ୍ଲାର ଜିରାଙ୍ଗସ୍ଥିତ ଶାନ୍ତ ପରିବେଶରେ ଅବସ୍ଥିତ ବୌଦ୍ଧ ମଠ ପରିଦର୍ଶନ କରି ଭଗବାନ…

ଉଦ୍ଘାଟିତ ହେଲା ଚତୁର୍ବିଂଶ ଜାତୀୟ ଲୋକମେଳା ଓ ସପ୍ତଦଶ ଜାତୀୟ କୃଷିମେଳା

ପୁରୀ : ଶ୍ରୀକ୍ଷେତ୍ର ସୂଚନା, ପୁରୀ ପକ୍ଷରୁ ଆୟୋଜିତ ୨୪ତମ ଜାତୀୟ ଲୋକମେଳା–୨୦୨୬ ଓ ୧୭ତମ ଜାତୀୟ କୃଷିମେଳା–୨୦୨୬ର ପଞ୍ଚଦିବସୀୟ ମହୋତ୍ସବ ପୁରୀ ସମୁଦ୍ରତଟସ୍ଥ ଗୋଲ୍ଡେନ ସି…

ସମ୍ବଲପୁର ଶୀତଳ ଷଷ୍ଠୀ ପାଇଁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ସମ୍ବଲପୁର ଜିଲ୍ଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…