ଦୟା ନଦୀକୂଳରେ କଳିଙ୍ଗର ବୀର ସୈନମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ତର୍ପଣ ଶିଳାସ୍ତମ୍ଭ ସ୍ଥାପନ ପ୍ରସ୍ତାବ

ଭୁବନେଶ୍ୱର: କଳିଙ୍ଗ ଯୁଦ୍ଧ ପୃଥିବୀ ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା। କଳିଙ୍ଗର ବୀର ସୈନିକମାନେ, ଯେଉଁମାନେ ଚଣ୍ଡାଶୋକଙ୍କୁ ଧର୍ମାଶୋକରେ ରୂପାନ୍ତରିତ କରି ଇତିହାସରେ ବୀରତ୍ବ ଓ ପରିବର୍ତ୍ତନର…

ମହିଳା ସଶକ୍ତିକରଣ ଓ ଶିଶୁ ସୁରକ୍ଷା ରାଜ୍ୟ ସରକାରଙ୍କ ପ୍ରଥମ ପ୍ରାଥମିକତା: ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଭାରତବର୍ଷର ଦୁଇ ଅମର ବରପୁତ୍ର—ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଦେଶପ୍ରେମ, ତ୍ୟାଗ ଓ ବୀରତ୍ୱ ଭାରତୀୟ ସ୍ୱାଧୀନତା…

ଓଡିଶାକୁ ଏକ ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ସାମୁଦ୍ରିକ ରାଜ୍ୟରେ ପରିଣତ କରିବା ଲକ୍ଷ୍ୟ

ଭୁବନେଶ୍ୱର: ଓଡିଶା ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗ ତରଫରୁ ଓଡ଼ିଶା ସାମୁଦ୍ରିକ ଦୃଷ୍ଟିକୋଣ ଯୋଜନା (OMPP) ପ୍ରସ୍ତୁତି ଉପରେ ଏକ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳା ଆୟୋଜନ…

‘ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଇରାନ ଚାହୁଁଛି’

ତେଲଆଭିଭ: ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଇରାନ ଚାହୁଁଛି । ଇରାନର ଇସଲାମିକ ସରକାର ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର ପ୍ରସ୍ତୁତ କରିଛନ୍ତି ବୋଲି…

ଶହୀଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଊନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୂର୍ବାଞ୍ଚଳ ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଳବର ସ୍ୱର ଝଙ୍କୃତ ହୋଇଥିଲା ତାହା ହିଁ ଥିଲା ବି୍ରଟିଶ ରାଜ ପ୍ରତିଷ୍ଠା…

ଓଡ଼ିଶାର ପ୍ରଥମ ଡିପ୍ ନ୍ୟୁରାଲ୍ ନେଟୱାର୍କ ଫର ଏରୋସ୍ପେସ୍ ଆଣ୍ଡ ଡିଫେନ୍ସ ଲାବୋରେଟୋରୀ ଉଦଘାଟନ

ଭୁବନେଶ୍ୱର: କୃତ୍ରିମ ବୁଦ୍ଧିମତ୍ତା ଏବଂ ପରବର୍ତ୍ତୀ ପିଢ଼ିର ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟାରେ ଜାତୀୟ କ୍ଷମତା ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ…

ୟୁକ୍ରେନର ଡ୍ରୋନ ଆକ୍ରମଣରେ ରୁଷର ୪୧ଟି ଲଢୁଆ ବିମାନ କ୍ଷତିଗ୍ରସ୍ତ

କିଭ: ୟୁକ୍ରେନ ପକ୍ଷରୁ ରବିବାର ରୁଷ ଉପରେ ବଡଧରଣର ଡ୍ରୋନ ଆକ୍ରମଣ କରାଯାଇଛି । ସେଥିରେ ରୁଷର ପାୟ ୪୧ଟି ଲଢୁଆ ବିମାନ ନଷ୍ଟ ହୋଇଥିବା କୁହାଯାଇଛି…

ସମୁଦାୟ ପାକିସ୍ତାନ ଉପରେ ଆକ୍ରମଣ କରିବାକୁ ଭାରତ ନିକଟରେ ଅସ୍ତ୍ର ରହିଛି

ନୂଆଦିଲ୍ଲୀ: ସମୁଦାୟ ପାକିସ୍ତାନ ଉପରେ ଆକ୍ରମଣ କରିବାକୁ ଭାରତ ନିକଟରେ ଅସ୍ତ୍ରଶସ୍ତ୍ର ରହିଛି । ଭାରତ ସୀମାନ୍ତରେ ରହି ଅଥବା ଦେଶ ଭିତରୁ ମଧ୍ୟ ପାକିସ୍ତାନର ଯେକୋ÷ଣସି…

ଋୁଷ-ୟୁକ୍ରେନ ଶାନ୍ତିଚୁକ୍ତି ସମ୍ଭାବନା ଉଜ୍ଜ୍ୱଳ

ମସ୍କୋ: ରୁଷ ଓ ୟୁକ୍ରେନ ମଧ୍ୟରେ ଶାନ୍ତିଚୁକ୍ତି ସ୍ୱାକ୍ଷର ସମ୍ଭାବନା ଉଜ୍ଜ୍ୱଳ ମନେହେଉଛି । ଏକଥା ନିଜେ ରୁଷ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ କହିଛନ୍ତି । ଆମେରିକା…