ବିଜୟ କେବଳ ପଦକ ଜିତିବାରେ ନୁହେଁ ବରଂ ନିଜର ସର୍ବୋତ୍ତମ ପ୍ରଦର୍ଶନ, ପ୍ରତିପକ୍ଷଙ୍କୁ ସମ୍ମାନରେ ମଧ୍ୟ ରହିଛି – ରାଜ୍ୟପାଳ
ଭୁବନେଶ୍ୱର: କ୍ରୀଡ଼ାରେ ପ୍ରକୃତ ବିଜୟ କେବଳ ପଦକ ଜିତିବାରେ ନୁହେଁ, ବରଂ ନିଜର ସର୍ବୋତ୍ତମ ପ୍ରଦର୍ଶନ, ପ୍ରତିପକ୍ଷଙ୍କୁ ସମ୍ମାନ ଏବଂ କ୍ରୀଡ଼ା ମନୋଭାବ ମାଧ୍ୟମରେ ଅନ୍ୟମାନଙ୍କୁ ପ୍ରେରଣା…