କୃଷକଙ୍କୁ ପର୍ଯ୍ୟାପ୍ତ ବଜାର ସୁବିଧା ସହ ଉତ୍ପାଦର ଉଚିତ ମୂଲ୍ୟ ପ୍ରଦାନ ଆମର ପ୍ରାଥମିକତା – ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ

ଭୁବନେଶ୍ୱର: ଲୋକସେବା ଭବନରେ ଶୀତଳ ଭଣ୍ଡାର ଭିତ୍ତିଭୂମି ସୁଦୃଢ଼ୀକରଣ ଉପରେ ଏକ ବୈଠକ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କୃଷି ଏକ ଅବିରତ…

ରବି ଧାନ ସଂଗ୍ରହ ୨୦୨୪-୨୫ ନେଇ ମନ୍ତ୍ରୀସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ରବି ଧାନ ସଂଗ୍ରହ ୨୦୨୪-୨୫ ନେଇ ଉପମୁଖ୍ୟମନ୍ତ୍ରୀଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନ ରବି…

ରାଜ୍ୟସ୍ତରରେ ୧୯ ତମଜାତୀୟ ପରିସଂଖ୍ୟାନ ଦିବସ ପାଳିତ                   

ଭୁବନେଶ୍ୱର: ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ଅନ୍ତର୍ଗତ ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ଆନୁକୂଲ୍ୟରେ ରାଜ୍ୟସ୍ତରରେ ୧୯ ତମ ଜାତୀୟ ପରିସଂଖ୍ୟାନ ଦିବସ ଲୋକସେବା ଭବନସ୍ଥିତ…

ଓଡିଶାକୁ ବିଶ୍ୱସ୍ତରରେ ପ୍ରଶଂସିତ ପର୍ଯ୍ୟଟନ ସ୍ଥଳ କରିବା ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର : ଓଡିଶାକୁ ବିଶ୍ୱସ୍ତରରେ ଏକ ପ୍ରଶଂସିତ ପର୍ଯ୍ୟଟନ ସ୍ଥଳରେ  ପରିଣତ କରିବା ପାଇଁ ରାଜ୍ୟପାଳ ଡ଼. ହରିବାବୁ କମ୍ଭମ୍ ପାଟି ଆହ୍ୱାନ ଜଣାଇଛନ୍ତି। ଭୁବନେଶ୍ୱରଠାରେ ଓଡିଶା…

ସାମୁଦ୍ରିକ ବାଣିଜ୍ୟର ବିକାଶ ରାଜ୍ୟ ସରକାରଙ୍କ ଏକ ମୁଖ୍ୟ ଫୋକସ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି …

ମିଟି କମ୍ପୋନେଣ୍ଟ ସ୍କିମ ଓଡ଼ିଶାରେ ଉତ୍ପାଦନକୁ ତ୍ୱରାନ୍ୱିତ କରିବ

ଭୁବନେଶ୍ୱର: ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବଂ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ସହିତ ମିଳିତଭାବରେ ସୂଚନା ପ୍ରଯୁକ୍ତିଉତ୍ପାଦକ…

ପାଞ୍ଚ ବର୍ଷରେ ଉଠାଜଳସେଚନ ନିଗମ ଦ୍ବାରା ୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ

ଭୁବନେଶ୍ୱର: ଆଗାମୀ ପାଞ୍ଚ ବର୍ଷରେ ସମଗ୍ର ରାଜ୍ୟରେ ଓଡ଼ିଶା ଉଠାଜଳସେଚନ ନିଗମ ଦ୍ବାରା ୯ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ନିଗମର…

ପୂର୍ବାଞ୍ଚଳରେ ସୂଚନା ପ୍ରଯୁକ୍ତିବିଦ୍ୟାର ବିକାଶ ପାଇଁ ସି.ଆଇ.ଆଇ.-ଓଡ଼ିଶା ଆଇ.ଟି. ପ୍ୟାନେଲ୍‍ର ମିଳିତ ବୈଠକ

ଭୁବନେଶ୍ୱର: ରାଜ୍ୟରେ ସୂଚନା ପ୍ରଯୁକ୍ତିବିଦ୍ୟା ଶିଳ୍ପର ପ୍ରକୃଷ୍ଟ ବିକାଶ ପାଇଁ  ଦୃଢ଼ ଶିକ୍ଷାନୁଷ୍ଠାନ-ଶିଳ୍ପ ସହଯୋଗର ଆବଶ୍ୟକତା ଉପରେ ଗୁରୁତ୍ୱ ଆରୋପ କରାଯାଇଛି । ଶିଳ୍ପ ଆବଶ୍ୟକତା ସହିତ…

ରାଜ୍ୟ ୨୦୩୬ ସୁଦ୍ଧା ୫୦% ବିଇଭି ପଞ୍ଜୀକରଣ ଲକ୍ଷ୍ୟ ରଖିଛି

ଭୁବନେଶ୍ୱର: ସ୍ୱଚ୍ଛ ଏବଂ ସ୍ଥାୟୀ ଗତିଶୀଳତା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗ ଏବଂ ଶକ୍ତି ବିଭାଗ ମିଳିତ…

ବିଶ୍ୱ ଦକ୍ଷତା କେନ୍ଦ୍ରର ୧୬୭ ଜଣ ଛାତ୍ରଛାତ୍ରୀଙ୍କୁ ରିଲିଆନ୍ସ ନ୍ୟୁ ସୋଲାର ଏନର୍ଜି କମ୍ପାନିରେ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ସାରା ଦେଶରେ ଏବେ ଅକ୍ଷୟ ଶକ୍ତି ବା ସୌର ଶକ୍ତି ବ୍ୟବହାରର ଚାହିଦା ବଢ଼ି ଚାଲିଛି। ଏହି କ୍ଷେତ୍ର ଲାଗି ଆବଶ୍ୟକ ଦକ୍ଷ ମାନବ ସମ୍ବଳ…