ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଓଡ଼ିଶାର ୧୩ଟି EMRSରେ ସ୍ପେସ୍ ଲ୍ୟାବ୍ ଉଦଘାଟିତ

ଭୁବନେଶ୍ୱର: ଆଦିବାସୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଐତିହାସିକ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବ୍ୟାପୀ ୭୫ଟି ମନୋନୀତ…

ପୁରୀଠାରେ ଜୁନ୍ ୦୩–୦୫ ମଧ୍ୟରେ ଅନୁଷ୍ଠିତ ହେଉଛି ବ୍ରିକ୍ସ୍ ୨୦୨୬ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟ ଗୋଷ୍ଠୀର ଦ୍ୱିତୀୟ ବୈଷୟିକ ବୈଠକ

ନୂଆଦିଲ୍ଲୀ/ପୁରୀ: ଭାରତର ବ୍ରିକ୍ସ୍ ୨୦୨୬ ଅଧ୍ୟକ୍ଷତା ଅଧୀନରେ ଭାରତ ସରକାରଙ୍କ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏନ୍‌ଡିଏମ୍‌ଏ) ପକ୍ଷରୁ ଜୁନ୍ ୩ ରୁ ୫ ତାରିଖ ପର୍ଯ୍ୟନ୍ତ…

ଲୋକଙ୍କ ସରକାର ଏବଂ ଲୋକମାନଙ୍କ ମଧ୍ୟରେ କୌଣସି ମଧ୍ୟସ୍ଥି ରହିବେ ନାହିଁ

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଆଇଜିଆର୍ ନିରୀକ୍ଷଣ ବ୍ୟବସ୍ଥା ସଂକ୍ରାନ୍ତରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ…

ଉଦ୍ଘାଟିତ ହେଲା ଚତୁର୍ବିଂଶ ଜାତୀୟ ଲୋକମେଳା ଓ ସପ୍ତଦଶ ଜାତୀୟ କୃଷିମେଳା

ପୁରୀ : ଶ୍ରୀକ୍ଷେତ୍ର ସୂଚନା, ପୁରୀ ପକ୍ଷରୁ ଆୟୋଜିତ ୨୪ତମ ଜାତୀୟ ଲୋକମେଳା–୨୦୨୬ ଓ ୧୭ତମ ଜାତୀୟ କୃଷିମେଳା–୨୦୨୬ର ପଞ୍ଚଦିବସୀୟ ମହୋତ୍ସବ ପୁରୀ ସମୁଦ୍ରତଟସ୍ଥ ଗୋଲ୍ଡେନ ସି…

ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟର ସମ୍ପତ୍ତି ସୁରକ୍ଷିତ ରଖିବା ଉଚ୍ଚଶିକ୍ଷାର ଦୀର୍ଘକାଳୀନ ବିକାଶ ପାଇଁ ଅତ୍ୟନ୍ତ ଜରୁରୀ: ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟର ସମ୍ପତ୍ତି ସୁରକ୍ଷିତ ରଖିବା ଉଚ୍ଚଶିକ୍ଷାର ଦୀର୍ଘକାଳୀନ ବିକାଶ ପାଇଁ ଅତ୍ୟନ୍ତ ଜରୁରୀ। ଏ ଦିଗରେ ବିଶ୍ୱବିଦ୍ୟାଳୟ ଅଧିନସ୍ତ…

ଓରମାସ ପକ୍ଷରୁ “ମ୍ୟାଙ୍ଗୋ ଫେଷ୍ଟିଭାଲ-୨୦୨୬”

ଭୁବନେଶ୍ୱର: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓଡ଼ିଶା ଗ୍ରାମୀଣ ବିକାଶ ଏବଂ ମାର୍କେଟିଂ ସୋସାଇଟି (ଓରମାସ) ପକ୍ଷରୁ ଆୟୋଜିତ “ମ୍ୟାଙ୍ଗୋ ଫେଷ୍ଟିଭାଲ-୨୦୨୬”ଭୁବନେଶ୍ୱରସ୍ଥିତ ନନ୍ଦନକାନନ ରୋଡ୍,…

ରୋଡ଼୍‌ ନେଟ୍‌ୱାର୍କ କ୍ଷେତ୍ରରେ ସାରା ଦେଶର ସମୃଦ୍ଧ ରାଜ୍ୟ ହେବ ଓଡ଼ିଶା

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଂକଳ୍ପକୁ ଆଧାର କରି ରାଜ୍ୟର ରୋଡ଼୍‌ ନେଟ୍‌ୱାର୍କକୁ ସମୃଦ୍ଧ କରିବା କ୍ଷେତ୍ରରେ ଆମେ ଆଗେଇ ଚାଲିଛୁ।…

ସଫଳତାର ଶୀର୍ଷରେ ଏକଲବ୍ୟ ମଡେଲ୍ ଆବାସିକ ବିଦ୍ୟାଳୟ

ଭୁବନେଶ୍ୱର: ଓଡ଼ିଶାର ଏକଲବ୍ୟ ମଡେଲ୍ ଆବାସିକ ବିଦ୍ୟାଳୟର (EMRS) ସଫଳତାରେ  ଯୋଡିହେଇଛି ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ଆଦିବାସୀ ସମ୍ପ୍ରଦାୟ ମଧ୍ୟରେ ଗୁଣାତ୍ମକ ଶିକ୍ଷାର ପରିବର୍ତ୍ତନଶୀଳ ପ୍ରଭାବକୁ…

ବିଶ୍ୱବିଦ୍ୟାଳୟଗୁଡିକୁ ସାମାଜିକ ଦାୟିତ୍ୱବାନ ଏବଂ ପ୍ରଯୁକ୍ତିବିଦ୍ୟା ଦୃଷ୍ଟିରୁ ଉନ୍ନତ ପ୍ରତିଷ୍ଠାନରେ ପରିଣତ କରିବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର: ଭାରତୀୟ ମୂଲ୍ୟବୋଧକୁ ଭିତ୍ତିକରି ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି। ରବିବାର ଦିନ ଲୋକଭବନଠାରେ…

ରାଜ୍ୟପାଳଙ୍କ ପ୍ରଥମ ମହିଳା ଏଡିସି ଭାବେ ଆଇପିଏସ୍ ଅଫିସର ଅନନ୍ୟା ଅୱସ୍ତି ନିଯୁକ୍ତ

ଭୁବନେଶ୍ୱର: ଓଡିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆଇପିଏସ୍ ଅଧିକାରୀ ଅନନ୍ୟା ଅୱସ୍ତିଙ୍କୁ ରାଜ୍ୟପାଳଙ୍କ ଏଡିସି (ପୋଲିସ) ଭାବେ ନିଯୁକ୍ତି ଦେଇଛନ୍ତିI ସୂଚନାଯୋଗ୍ୟ ଯେ ଅନନ୍ୟା…