ଖର୍ଚ୍ଚ ହେବ ୨୦୦ କୋଟି; ବଦଳିବ ନିକ୍କୋ ପାର୍କର ରୂପରେଖ

ଭୁବନେଶ୍ୱର: ରାଜଧାନୀ କେନ୍ଦ୍ର ସ୍ଥଳରେ ଥିବା ନିକ୍କୋ ପାର୍କ ଏବଂ ସେଠାରେ ଥିବା ହ୍ରଦ ଅଂଚଳର ପୁନରୁଦ୍ଧାର ସହିତ ନବୀକରଣ କରାଯିବ । ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ…

ସୁଭଦ୍ରା ଯୋଜନାର ସଫଳତା ଆମ ବଳିଷ୍ଠ ସଂକଳ୍ପର ଏକ ପ୍ରକୃଷ୍ଟ ଉଦାହରଣ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ…

ମହିଳାଙ୍କ ନେତୃତ୍ୱରେ ଓଡିଶାରେ ଆରମ୍ଭ ହେଲା ଜଙ୍ଗଲ ଅର୍ଥନୀତି ମଡେଲ

ଭୁବନେଶ୍ୱର/ମୟୂରଭଞ୍ଜ/କେଉଁଝର/ନବରଙ୍ଗପୁର : ଓଡିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏକ ସ୍ଥିର ଅର୍ଥନୈତିକ ପରିବର୍ତ୍ତନ ଆରମ୍ଭ ହୋଇଛି। ଦେଶରେ ପ୍ରଥମ ଥର ପାଇଁ ଏକ ଐତିହାସିକ ପଦକ୍ଷେପ ନେଇ…

ଜଳ ସଂପଦର ପରିଚାଳନା ପାଇଁ କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର ସଂପର୍କିତ କର୍ମଶାଳା

ଭୁବନେଶ୍ୱର:  ରାଜ୍ୟ ଜଳ ସୂଚନା ବିଜ୍ଞାନ କେନ୍ଦ୍ର (ଏସଡବ୍ଲୁଆଇସି) ଏବଂ ଭୁବନେଶ୍ୱର ଆଇଆଇଟି ସହଯୋଗରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରି ଜଳ ସମ୍ପଦର ପରିଚାଳନା ଏବଂ…

ରାଜ୍ୟସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଆୟୋଜିତ  ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ,…

ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କଲେ ରାଜ୍ୟସଭା ସାଂସଦ ଦିଗବିଜୟ ସିଂହ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟସଭା ସାଂସଦ ଦିଗବିଜୟ ସିଂହ ଗୁରୁବାର ଦିନ ଭୁବନେଶ୍ୱସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅତ୍ୟାଧୁନିକ ଭିତ୍ତିଭୂମିକୁ ସେ…

ଶିଶୁ ଶ୍ରମିକ ଦୂର କରିବା ପାଇଁ ୧୫ ଦିନିଆ ସଚେତନତା କାର୍ୟ୍ୟକ୍ରମ

ଭୁବନେଶ୍ୱର: ପ୍ରତିବର୍ଷ ଜୁନ୍ ୧୨ ତାରିଖରେ ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳନ କରାଯାଏ। ଏହା ଶିଶୁ ଶ୍ରମିକ ସମସ୍ୟା ବିଷୟରେ ସଚେତନତା ସୃଷ୍ଟି କରିବା…

ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ…

ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ର ଉଦ୍‌ଘାଟନ କରିଛନ୍ତି।ଏହି ଅବସରରେ ଭୁବନେଶ୍ବରର…

‘ଶ୍ରାବଣୀଙ୍କ ସଫଳତା ଓଡ଼ିଶାର ସମସ୍ତ କ୍ରୀଡ଼ାବିତଙ୍କୁ ସ୍ୱର୍ଣ୍ଣିମ ଭବିଷ୍ୟତ ନିର୍ମାଣ ନିମନ୍ତେ ପ୍ରେରିତ କରିବ’

ଭୁବନେଶ୍ୱର: ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନସିପ୍- ୨୦୨୫ରେ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ଅର୍ଜନ କରି ଆମ ଦେଶ ଓ ରାଜ୍ୟ ପାଇଁ ସୁନାମ ଅର୍ଜନ କରିଥିବା…