‘ଓଡ଼ିଶାରେ ସବୁ ପ୍ରକାର ପର୍ଯ୍ୟଟନ ସମ୍ଭାବନା ରହିଛି’

ବାରାଣାସୀ / ଭୁବନେଶ୍ୱର : ଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବାରାଣାସୀଠାରେ ଆୟୋଜିତ FHRAI ର…

ଖରିଫ ଧାନ ବିକ୍ରୟ ପାଇଁ ପଞ୍ଜିକରଣ ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ବର: ଖରିଫ ଧାନ ସଂଗ୍ରହ ବିପଣନ ଋତୁ ୨୦୨୬-୨୭ ପାଇଁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭ ଲକ୍ଷ ୧୮ ହଜାରରୁ ଅଧିକ ଚାଷୀ ନାମ ପଞ୍ଜିକରଣ କରିସାରିଲେଣି।…

ବିଶ୍ୱ ଆଥଲେଟିକ୍ସ ମିଟ୍‌ ପୂର୍ବରୁ କ୍ରୀଡ଼ାର ଚିରନ୍ତନ ମୂଲ୍ୟବୋଧ ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: କ୍ରୀଡ଼ାରେ ରେକର୍ଡ ଭାଙ୍ଗିଥାଏ ଓ ପଦକ ହାତବଦଳ ହୋଇପାରେ, କିନ୍ତୁ ଚରିତ୍ର, ଦୃଢ଼ତା ଓ ଶୃଙ୍ଖଳା ଚିରସ୍ଥାୟୀ। ଭୁବନେଶ୍ୱରରେ ହେବାକୁ ଥିବା ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ…

ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାର ସ୍ଥିତି ସମୀକ୍ଷା ଆରମ୍ଭ

ଭୁବନେଶ୍ୱର: ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସ୍ଥିତିର ନିରନ୍ତର ତଦାରଖ ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା…

ଭୂ-ସଂସ୍କାର, ଲୋକାଭିମୁଖୀ ପ୍ରଶାସନ ଏବଂ ରାଜସ୍ୱ ସଂଗ୍ରହକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଲୋକସେବା ଭବନଠାରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ବରିଷ୍ଠ ଅଧିକାରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କୁଳପତିମାନଙ୍କର ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ସରକାରୀ ବିଶ୍ୱ ବିଦ୍ୟାଳୟର କୁଳପତି, ରେଜିଷ୍ଟାର, ପିଜି କାଉନସିଲ…

ୟୁଟିଲିଟି ସିଫଟିଂ, ଜଙ୍ଗଲ ଜମି ଅନୁମୋଦନ, ଜମି ଅଧିଗ୍ରହଣ ସମସ୍ୟା ସମାଧାନ ନେଇ ଆଲୋଚନା

ଭୁବନେଶ୍ୱର: ସହାୟତାରେ ରାଜ୍ୟରେ ଚାଲିଥିବା ଆର୍‌.ଆଇ.ଡି.ଏଫ୍‌ (Rural Infrastructure Development Fund) ପ୍ରକଳ୍ପର କାର୍ଯ୍ୟକାରିତା ନେଇ ଏକ ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ…

‘ଧାନକୁ ଭାରତରୁ ଅଲଗା କରାଯାଇପାରିବ ନାହିଁ’

ବାରଣାସୀ/ ଭୁବନେଶ୍ୱର: ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ, କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ଏବଂ…

ପ୍ରଥମ ଅନ୍ତର୍ଜାତୀୟ ସରକାରୀ ଭାଷା ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ରାଜ୍ୟପାଳ

ଭୁବନେଶ୍ୱର: ଏକ ଭାଷା ସେତେବେଳେ ପ୍ରାଣବନ୍ତ ରହିଥାଏ ଯେତେବେଳେ ଏହା ସମୟ ସହିତ ବିକଶିତ ହୁଏ ଏବଂ ଯୁବ ପିଢ଼ିର ଆକାଂକ୍ଷା ସହିତ ଯୋଡ଼ି ହୁଏI ଏ…

ହୀରାକୁଦକୁ ପ୍ରକୃତି, ଜଳ, ସାହସିକ, ଐତିହ୍ୟ, ସଂସ୍କୃତି ଓ ଶିଳ୍ପ ପର୍ଯ୍ୟଟନର ବହୁମୁଖୀ ଗନ୍ତବ୍ୟସ୍ଥଳୀ ଭାବେ ବିକଶିତ କରିବାକୁ ଗୁରୁତ୍ୱ

ଭୁବନେଶ୍ୱର: ପ୍ରକୃତି, ସଂସ୍କୃତି ଓ ସାହସିକ ପର୍ଯ୍ୟଟନର ସମନ୍ୱୟରେ ହୀରାକୁଦକୁ ଏକ ସ୍ଥାୟୀ ଓ ବିଶ୍ୱସ୍ତରୀୟ ପର୍ଯ୍ୟଟନ ଗନ୍ତବ୍ୟସ୍ଥଳୀ ଭାବେ ବିକଶିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର…