ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଅନୁ ଗର୍ଗ

ଭୁବନେଶ୍ୱର: ନବବର୍ଷର ପ୍ରଥମ ଦିନରେ ଆଜି ଓଡ଼ିଶାର ନବନିଯୁକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟିଙ୍କୁ ଲୋକଭବନରେ ସୌଜନ୍ୟମୂଳକ ସାକ୍ଷାତ…

ଲୋକସେବା ଭବନ ସମ୍ମେଳନ କକ୍ଷରେ ହେବ ଷଷ୍ଠ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ ଉଦଘାଟନ

ଚିଲିକା/ଭୁବନେଶ୍ୱର : ପର୍ଯ୍ୟଟନ ବିଭାଗ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମିଳିତ ସହଯୋଗରେ ଚଳିତ ବର୍ଷ ଜାନୁଆରୀ ୬ ରୁ ୮ ତାରିଖ…

ଦେଓ ରଂଜନ କୁମାର ସିଂ ରାଜ୍ୟ ଉନ୍ନୟନ କମିଶନର

ଭୁବନେଶ୍ୱର: ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଂଜନ କୁମାର ସିଂ ରାଜ୍ୟ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ପୂର୍ବାହ୍ନ  ୧୦ ଟା…

ବିଧାନସଭା ଠାରେ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର: ନବଉତ୍କଳର ନିର୍ମାତା ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ବହୁମୁଖୀ ପ୍ରତିଭା ଓ ଅବଦାନ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ। ତାଙ୍କର ବଳିଷ୍ଠ ନେତୃତ୍ୱ ଓ…

ଓଏସଆରଟିସି  କର୍ପୋରେଟ୍ ଅଫିସରେ ଆଧୁନିକ କ୍ୟାଣ୍ଟିନ ଉଦଘାଟିତ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସଆରଟିସି) ର କର୍ପୋରେଟ୍ ଅଫିସ ‘ପରିବହନ ଭବନ’ଭୁବନେଶ୍ୱର ଠାରେ ଏକ ଆଧୁନିକ କ୍ୟାଣ୍ଟିନର ଉଦଘାଟନ କରାଯାଇଛି। କ୍ୟାଣ୍ଟିନଟିର ଉଦଘାଟନ…

ଭିଜିଲାନ୍‌ସ ବିଭାଗ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ୨୦ ବର୍ଷର ଇତିହାସକୁ ପଛରେ ପକାଇ ଓଡ଼ିଶା ଭିଜିଲାନ୍ସ ଏକ ଉତ୍କୃଷ୍ଟ ଉଦାହରଣ ସୃଷ୍ଟି କରିଛି। ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି…

ଉପଗ୍ରହ ମାଧ୍ୟମରେ ଯାଞ୍ଚ ପରେ ଚାଷୀଙ୍କୁ ଦିଆଯାଉଛି ଟୋକନ

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଖରିଫ୍‌ ଧାନସଂଗ୍ରହ ଜାରି ରହିଛି। ଧାନ ବିକ୍ରୟ ପାଇଁ ପଞ୍ଜିକୃତ ଚାଷୀ ପ୍ରଦାନ କରିଥିବା ସେମାନଙ୍କ ଚାଷଜମିର ବିବରଣୀକୁ ଆଧାର କରି…

ବଢ଼ିବ ଶ୍ରୀମନ୍ଦିର ପରିଚାଳନା ଆୟ

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ହଜାର ହଜାର ଏକର ଜମି ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଅବ୍ୟବସ୍ଥିତ ଢଙ୍ଗରେ ପଡ଼ିରହିଛି। ସଠିକ୍‌…

ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ ବିହନ ନିଗମ ଲିମିଟେଡ୍ ଏବଂ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମର ମୋଟ ୬ କୋଟି ୩୯ ଲକ୍ଷ ୯୭ ହଜାର ୫୮୯ ଟଙ୍କା ଓଡ଼ିଶା ସରକାରଙ୍କୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର : ଭାରତୀୟ କମ୍ପାନୀ ଆଇନ୍, ୨୦୧୩ ର ଧାରା ୧୨୩  ଅନୁସାରେ ଲାଭାଂଶ ଘୋଷଣା କରିବା ଏବଂ ପ୍ରଦାନ କରିବା ସମ୍ବନ୍ଧିତ ନିୟମ ଓ ନିୟମାବଳୀ…

ଓଡ଼ିଶୀ ନୃତ୍ୟ ମହୋତ୍ସବ : ୩୫୦ ନୃତ୍ୟଶିଳ୍ପୀ ସହ ବିଦେଶରୁ ଭାଗ ନେଲେ ୧୫ ନୃତ୍ୟଶିଳ୍ପୀ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଆୟୋଜିତ ହେଉଥିବା ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ…