ପୁରୀଠାରେ ଜୁନ୍ ୦୩–୦୫ ମଧ୍ୟରେ ଅନୁଷ୍ଠିତ ହେଉଛି ବ୍ରିକ୍ସ୍ ୨୦୨୬ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟ ଗୋଷ୍ଠୀର ଦ୍ୱିତୀୟ ବୈଷୟିକ ବୈଠକ
ନୂଆଦିଲ୍ଲୀ/ପୁରୀ: ଭାରତର ବ୍ରିକ୍ସ୍ ୨୦୨୬ ଅଧ୍ୟକ୍ଷତା ଅଧୀନରେ ଭାରତ ସରକାରଙ୍କ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏନ୍ଡିଏମ୍ଏ) ପକ୍ଷରୁ ଜୁନ୍ ୩ ରୁ ୫ ତାରିଖ ପର୍ଯ୍ୟନ୍ତ…
