କଲେଜ ନିର୍ବାଚନ ପ୍ରକ୍ରିୟାକୁ ସୁରୁଖୁରୁରେ ସମ୍ପନ୍ନ କରିବା, ନିର୍ବାଚନ ପରବର୍ତ୍ତୀ ହିଂସା ରୋକିବା ଉପରେ ଡିଜିପିଙ୍କ ଗୁରୁତ୍ୱାରୋପ
ଭୁବନେଶ୍ଵର: ଭୁବନେଶ୍ଵରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କଲେଜ ନିର୍ବାଚନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଜିଲ୍ଲା ଏସ୍ପି ଓ…
