ଢେଙ୍କାନାଳର ସବୁଜ ଅମୃତଭଣ୍ଡା ସହ ପ୍ରଥମଥର ପାଇଁ ସାରୁ ସୁଦୂର ଆୟରଲ୍ୟାଣ୍ଡରେ ଉପଲବ୍ଧ ହେବ

ଭୁବନେଶ୍ୱର: ଓଡ଼ିଶାର କୃଷି କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଆଗରୁ ବିଦେଶୀ ଜିନିଷ ଆମଦାନୀ ହେଉଥିବା ବେଳେ ଏବେ ଓଡ଼ିଶାର ପନିପରିବା ବିଦେଶକୁ ରପ୍ତାନୀ…

‘ରାଜ୍ୟର ଯୁବପିଢ଼ିଙ୍କୁ ଦକ୍ଷତା ବିକାଶ କ୍ଷେତ୍ରରେ ବୁଝାମଣାପତ୍ର ସ୍ୱାକ୍ଷର ନୂତନ ମାର୍ଗଦର୍ଶନ ଦେବ’

ଭୁବନେଶ୍ୱର : ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଦକ୍ଷତା ବିକାଶ ଓ ବୈଷୟିକ ବିକାଶ ବିଭାଗ ପକ୍ଷରୁ…

ଓଡିଶାରେ ତଲାଶ୍ କାର୍ଯ୍ୟକାରୀ କରିବା ନେଇ ଶିକ୍ଷକଙ୍କ ପ୍ରଶିକ୍ଷଣ

ଭୁବନେଶ୍ବର : ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ର ଭାବରେ ଏକ ପ୍ରଥମ ଡିଜିଟାଲ କାର୍ଯ୍ୟକ୍ରମ ତଲାଶ୍ (TALASH )- (Tribal Aptitude, Life…

ଏନ୍‌ଏସ୍‌ଏସ୍‌ ୫୬ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ୫୬ତମ ଜାତୀୟ ସେବା ଯୋଜନା (ଏନ୍ଏସ୍‌ଏସ୍‌) ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

କର୍କଟ ଯୋଦ୍ଧାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କଲେ ବାଚସ୍ପତି

ଭୁବନେଶ୍ୱର : ଗୋଲାପ ଫୁଲକୁ ସ୍ନେହ ଓ ପ୍ରେମର ପ୍ରତୀକ ଭାବେ ଧରାଯାଏ। କ୍ୟାନ୍ସର ପରି ଏକ ମାରାତ୍ମକ ବ୍ୟାଧି ସହ ଲଢ଼ୁଥିବା ରୋଗୀଙ୍କୁ ଗୋଲାପ ଫୁଲଟିଏ…

ସବୁ ବିଭାଗ ସମନ୍ୱୟରେ ଜାତୀୟ ମେଡିଏସନ୍‌ କର୍ମଶାଳା ସଫଳ କରିବାକୁ ପରାମର୍ଶ

ଭୁବନେଶ୍ୱର : ଅନେକ ବଡ଼ ବଡ଼ ଇଭେଣ୍ଟର ସଫଳ ପରିଚାଳନା କରିବାରେ ଓଡ଼ିଶା ଖୁବ୍‌ ଆଗରେ। ରାଜ୍ୟରେ କାର୍ଯ୍ୟରତ ଦକ୍ଷ ଅଧିକାରୀଙ୍କ ନିକଟରେ ଏଥିନେଇ ଅନେକ ଅଭିଜ୍ଞତା…

ପ୍ରାଣିଖାଦ୍ୟ ପରିଚାଳନା କ୍ଷେତ୍ରରେ ନବସୃଜନ ଓ ସହଯୋଗ ନିମନ୍ତେ ତ୍ରିପାକ୍ଷିକ ଚୁକ୍ତିପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର: “ଭାରତରେ ପ୍ରାଣି ଖାଦ୍ୟ ପରିଚାଳନାର ଅଗ୍ରଗତି”ଶୀର୍ଷକ ୫ ଦିନିଆ ପ୍ରଶିକ୍ଷଣ ଓ କର୍ମଶାଳା ଆରମ୍ଭ ହୋଇଛି।  ସ୍ଥାନୀୟ କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନଠାରେ ଆୟୋଜିତ ଏହି…

୧୦୨ଟି ନୂତନ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ବର : ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (DHSE) ଆନୁକୂଲ୍ୟରେ ୧୦୨ ଗୋଟି ନୂତନ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓ ୧୭ଟି…

ଓଡ଼ିଶାରେ ପଞ୍ଜାବ ଏବଂ ସିନ୍ଧ ବ୍ୟାଙ୍କର ଅଧିକ ଶାଖା ଏବଂ ନୂଆ  କ୍ଷେତ୍ରୀୟ କାର୍ଯ୍ୟାଳୟ ସ୍ଥାପନ ପ୍ରସ୍ତାବ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ପଞ୍ଜାବ ଏବଂ ସିନ୍ଧ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରବି ମେହେରା ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଏହି ସାକ୍ଷାତ…

ପନ୍ଦରଟି ଉଦ୍ୟାନ କୃଷି ଫସଲ କିସମ ଅନୁମୋଦନ ପ୍ରାପ୍ତ

ଭୁବନେଶ୍ୱର: କୃଷି ବିଭାଗ ପ୍ରମୁଖ ଶାସନ ସଚିବ, ଡ଼ ଅରବିନ୍ଦ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ  ରାଜ୍ୟ ବିହନ ଉପ-କମିଟି ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।…