ଆଗାମୀ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବ୍ରଜରାଜନଗର ପୌରପାଳିକାର ୩୬ କୋଟି ଟଙ୍କାର ଆକ୍ସନ ପ୍ଲାନ ପ୍ରସ୍ତୁତ
ଭୁବନେଶ୍ୱର /ବ୍ରଜରାଜନଗର (ଝାରସୁଗୁଡ଼ା): ବ୍ରଜରାଜନଗର ପୌରପରିଷଦ ଅଞ୍ଚଳର ବ୍ୟାପକ ବିକାଶ ପାଇଁ ଓଡ଼ିଶା ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ କରକମଳରେ ବ୍ରଜରାଜନଗରଠାରେ…
