ସୁନାମି ପ୍ରସ୍ତୁତିରେ ଓଡ଼ିଶାର ଐତିହାସିକ ସଫଳତା

ଭୁବନେଶ୍ୱର: ସମୁଦାୟ ଭିତ୍ତିକ ବିପର୍ଯ୍ୟୟ ପ୍ରସ୍ତୁତିକୁ ଆହୁରି ସୁଦୃଢ଼ କରି ଓଡ଼ିଶା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ୟୁନେସ୍କୋ-ଆଇଓସି ‘ସୁନାମି ରେଡି ରିକଗ୍ନିସନ୍ ପ୍ରୋଗ୍ରାମ୍’ଅଧୀନରେ ରାଜ୍ୟର…

ସେଣ୍ଟ ଜନ୍ ଆମ୍ବୁଲାନ୍ସର ସ୍ୱେଚ୍ଛାସେବୀମାନଙ୍କ ପ୍ରଶିକ୍ଷଣ ମଡ୍ୟୁଲ୍‌କୁ ଅଧିକ ସୁଦୃଢ଼ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ସେଣ୍ଟ ଜନ୍ ଆମ୍ବୁଲାନ୍ସର ସ୍ୱେଚ୍ଛାସେବୀମାନଙ୍କ ପ୍ରଶିକ୍ଷଣ ମଡ୍ୟୁଲ୍‌କୁ ଅଧିକ ସୁଦୃଢ଼ କରିବା ସହ ସମ୍ପୃକ୍ତ ବିଭିନ୍ନ ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟକୁ ସୁଦୃଢ଼ କରି ସେବାର ମାନ…

ଅବ୍ୟବହୃତ ଲିଜ୍‌ ଜମି ଅଥବା ଅନ୍ୟ ଉଦ୍ଦେଶ୍ଯରେ ନିୟୋଜିତ ସରକାରୀ ଜମିର ପୁନରୁଦ୍ଧାର ଉପରେ ଗୁରୁତ୍ୱ: ସମସ୍ତ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ବିକାଶମୂଳକ ଓ ଜନକଲ୍ୟାଣକାରୀ ପ୍ରକଳ୍ପ ପାଇଁ ଉପଲବ୍ଧ ସରକାରୀ ଜମିର ସୁବ୍ୟବସ୍ଥିତ, ଉତ୍ପାଦନଶୀଳ ଓ ସର୍ବୋତ୍ତମ ବ୍ୟବହାର ସୁନିଶ୍ଚିତ କରିବା ଉପରେ ରାଜସ୍ୱ…

ଖଣ୍ଡଗିରି-ଉଦୟଗିରିରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’: ପର୍ଯ୍ୟଟକ ଅନଲାଇନ୍ ଟିକେଟ୍ ବୁକ୍ କରିପାରିବେ

ଭୁବନେଶ୍ୱର: ଓଡ଼ିଶାର ପ୍ରାଚୀନ ଐତିହ୍ୟ ଓ ଐତିହାସିକ ଗୌରବକୁ ପର୍ଯ୍ୟଟକମାନଙ୍କ ନିକଟରେ  ଉପସ୍ଥାପନ କରିବା ପାଇଁ ଭୁବନେଶ୍ୱରର ଐତିହାସିକ ଖଣ୍ଡଗିରିଠାରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ  ଆନୁଷ୍ଠାନିକ…

ନୂତନ ନିଯୁକ୍ତ ପିଜିଟି ଶିକ୍ଷକମାନଙ୍କର ବୃତ୍ତିଗତ ଦକ୍ଷତା, ଆତ୍ମବିଶ୍ୱାସ ଏବଂ ଶ୍ରେଣୀଗୃହ ପ୍ରସ୍ତୁତିକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ଆୟୋଜିତ ଓଡ଼ିଆ ସ୍ନାତକୋତ୍ତର ଶିକ୍ଷକ ମାନଙ୍କ ପାଇଁ ପାଞ୍ଚଦିନିଆ ତାଲିମ…

ମହାନଦୀ ଅବବାହିକାରେ ପ୍ରବଳ ବର୍ଷା ଯୋଗୁଁ ଜଳପ୍ରବାହ ବୃଦ୍ଧି

ଭୁବନେଶ୍ୱର: ଗଭୀର ଅବପାତ ୨୩ ସେପ୍ଟେମ୍ବର ରାତିରୁ ୨୪ ସେପ୍ଟେମ୍ବର ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରି ଛତିଶଗଡ଼ ଆଡ଼କୁ ଗତି କରିବା ପରେ ଉପର ମହାନଦୀ ଅବବାହିକାରେ…

ଓଡ଼ିଶାରେ ପ୍ରଥମ ଥର ପାଇଁ  ‘ପ୍ରୋମୋ ରନ୍’ ଆୟୋଜିତ

ଭୁବନେଶ୍ୱର: ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଓଡ଼ିଶାରେ ଶାରୀରିକ ସୁସ୍ଥତା, ପର୍ଯ୍ୟଟନ ଏବଂ ଜନଭାଗୀଦାରୀର ଏକ ଅପୂର୍ବ ଦୃଶ୍ୟ ଦେଖିବାକୁ ମିଳିଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ…

ଓଡ଼ିଆକୁ ଜ୍ଞାନ, ଦକ୍ଷତା ଓ ସୁଯୋଗର ଭାଷା କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ଓଡ଼ିଆ ଭାଷାକୁ ଜ୍ଞାନ, ଦକ୍ଷତା, ନବସୃଜନ ଓ ସୁଯୋଗର ଭାଷା ଭାବେ ବିକଶିତ କରିବା ପାଇଁ ସମସ୍ତଙ୍କ ସମନ୍ୱିତ ପ୍ରୟାସ ଆବଶ୍ୟକ ବୋଲି ଓଡ଼ିଶାର ରାଜ୍ୟପାଳ…

ଥାଲାସେମିଆ ସମ୍ପର୍କରେ ଅଧିକ ସଚେତନତା ଆବଶ୍ୟକ: ରାଜ୍ୟପାଳ

ଭୁବନେଶ୍ୱର: ଥାଲାସେମିଆ ରୋଗ ସମ୍ପର୍କରେ ଅଧିକ ସଚେତନତା ସୃଷ୍ଟି ସହ ଅଜଣା ରହିଯାଉଥିବା ରୋଗୀଙ୍କୁ ଚିହ୍ନଟ କରିବା ପାଇଁ ନିରନ୍ତର ସଚେତନତା କାର୍ଯ୍ୟକ୍ରମ ହାତକୁ ନେବାକୁ ଓଡ଼ିଶାର…

ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ଓ ଇ-ପୋର୍ଟାଲରେ ଉପକୃତ ହେବେ ସେବାୟତ ଓ ଅଣସେବାୟତ

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପ୍ରକ୍ରିୟାକୁ ଅଧିକ ଶୃଙ୍ଖଳିତ କରିବା ଏବଂ ଆଗକୁ ନେବା ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ…