୭ମ ଓଡ଼ିଶା ଟ୍ରାଭେଲ ବଜାର: ଭାଗ ନେଲେ ୪୦ଟି ଅଗ୍ରଣୀ ଜାତୀୟ ହୋଟେଲ ବ୍ରାଣ୍ଡ ଏବଂ ୨୫୦ ଜଣ ରାଜ୍ୟ ନିବେଶକ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମେ’ଫେୟାର ସାଙ୍କଚୁଆରୀଠାରେ ଆୟୋଜିତ ତ୍ରିଦିବସୀୟ ‘୭ମ ଓଡ଼ିଶା ଟ୍ରାଭେଲ ବଜାର (OTB) ୨୦୨୬’ ସଫଳତାର ସହ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ…

ମୌଳିକ କାହାଣୀ, ଲୋକକଥା ଓ ଇତିହାସକୁ ଆଧାର କରି ସିନେମା ନିର୍ମାଣ କରନ୍ତୁ ଯୁବପିଢ଼ି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ସିନେମାର ଗୌରବଜ୍ୱଳ ଅତୀତକୁ ପୁନର୍ଜୀବିତ କରିବା ଏବଂ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ନବକଳେବର ପ୍ରାପ୍ତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡ଼ିଓ’ର ଭବ୍ୟ…

ପିଏମଏୱାଇ-ୟୁ ୨.୦ (PMAY-U 2.0) ରେ ଓଡ଼ିଶାର ଅଗ୍ରଣୀ ସଫଳତା

ଭୁବନେଶ୍ୱର: ବିଶ୍ୱ ଆବାସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରୀ) [PMAY-U] ଅଧୀନରେ ଆବାସ କ୍ଷେତ୍ରରେ ଆଣିଥିବା ସଂସ୍କାରମୂଳକ ପଦକ୍ଷେପ ପାଇଁ ଓଡ଼ିଶାକୁ ଜାତୀୟ ସ୍ତରରେ…

୬ କୋଟି ଟଙ୍କାର ବ୍ୟବସାୟିକ ପ୍ରତିଶ୍ରୁତି ସହିତ ପ୍ରାୟ ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ଟି ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର: ଏକ ବଜାର-କୈନ୍ଦ୍ରିକ, ସ୍ଥାୟୀ ଏବଂ ଭବିଷ୍ୟତ-ଉପଯୋଗୀ କୃଷି ବ୍ୟବସ୍ଥା ଗଠନ ଉଦ୍ଦେଶ୍ୟରେ ଭୁବନେଶ୍ୱରଠାରେ “ଓଡ଼ିଶା ସ୍ୱାସ୍ଥ୍ୟକର ଚାଉଳ ବ୍ୟବସାୟ ଶିଖର ସମ୍ମିଳନୀ ୨୦୨୬” (Odisha Healthier…

କୃଷି ଶିକ୍ଷାକୁ କ୍ଷେତ୍ରସ୍ତରୀୟ ସମ୍ପ୍ରସାରଣ ସେବା ସହ ଯୋଡ଼ିବା ଲକ୍ଷ୍ୟରେ ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ

ଭୁବନେଶ୍ୱର: କୃଷି ଶିକ୍ଷାକୁ କ୍ଷେତ୍ରସ୍ତରୀୟ ସମ୍ପ୍ରସାରଣ ସେବା ସହ ଯୋଡ଼ିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ଅନନ୍ୟ ଇଣ୍ଟର୍ନସିପ୍…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

ଭୁବନେଶ୍ୱର: ନୂଆଦିଲ୍ଲୀ କର୍ତ୍ତବ୍ୟ ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ…

ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ସର୍ଭେ ଓ ସେଟଲମେଣ୍ଟ ଆଇନ, ୧୯୫୮ ର ଧାରା ୩୨ରେ ଥିବା କ୍ଷମତା ବଳରେ ରାଜସ୍ୱ ପର୍ଷଦ ଦେଲେ ଗୁରୁତ୍ୱପୂର୍ଣ୍ଣ ରାୟ

ଭୁବନେଶ୍ୱର: ଶ୍ରୀ ଗୁଣ୍ଡିଚା ମନ୍ଦିର ଶରଧା ବାଲି ନିକଟବର୍ତ୍ତୀ ମୂଲ୍ୟବାନ ଜମି। ସାବିକ ରେକର୍ଡରେ ମାଲିକ ମହାପ୍ରଭୁ ଶ୍ରୀଜଗନ୍ନାଥ। ସ୍ଥିତି—ଅମୃତ ମଣୋହି। ପରେ ବଦଳିଗଲା ରେକର୍ଡ, ଆସିଲା…

ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ଵ ନେବାକୁ ଓଡ଼ିଶା ପ୍ରସ୍ତୁତ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ଵର:  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ଓଡ଼ିଶା ଟ୍ରାଭେଲ ବଜାର (ଓଟିବି) ୨୦୨୬ ର ସପ୍ତମ ସଂସ୍କରଣ ବିଷୟରେ ଘୋଷଣା କରିଛନ୍ତି, ଯାହା…

ନିୟମିତ କ୍ଷେତ୍ର ପର୍ଯ୍ୟବେକ୍ଷଣ ଏବଂ ନିର୍ମାଣ କାର୍ଯ୍ୟ ତଦାରଖ ନେଇ ସବୁ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ହୋଇଥିବା ବ୍ୟାପକ ବର୍ଷା ଯୋଗୁଁ ରାଜ୍ୟର ଅନେକ ରାସ୍ତାଘାଟ ଖରାପ ପରିସ୍ଥିତିକୁ ଚାଲିଆସିଛି। ଏପରିକି ଭୂସ୍ଖଳନ ଏବଂ ବନ୍ୟା ପରିସ୍ଥିତି ଯୋଗୁଁ ବହୁ…

ଆଇଏଫଡବ୍ଲ୍ୟୁସିଏସ୍‌ ଅଧୀନରେ “ପ୍ରମାଣ” ସାର୍ଟିଫିକେସନ୍‌ ହାସଲ କରି ଓଡ଼ିଶାର ବାଉଁଶ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସଫଳତା

ଭୁବନେଶ୍ୱର: ଓଡ଼ିଶାର ବାଉଁଶ କ୍ଷେତ୍ର ପାଇଁ ଏକ ଗର୍ବର ମୁହୂର୍ତ୍ତ ଭାବେ ଭାରତୀୟ ବନ ଓ କାଠ ପ୍ରମାଣୀକରଣ ଯୋଜନା ଅଧୀନରେ “ପ୍ରମାଣ” ସାର୍ଟିଫିକେଟ୍‌ କେନ୍ଦ୍ର ପରିବେଶ,…