ଆର୍ଥିକ ଦୁର୍ବଳ ବର୍ଗଙ୍କ ପାଇଁ ସୁଲଭ ଆବାସ ଯୋଜନା ଅଧୀନରେ ଷ୍ଟାମ୍ପ ଡ୍ୟୁଟି ଓ ପଞ୍ଜୀକରଣ ଦେୟରେ ୯୦ ପ୍ରତିଶତ ଛାଡ
ଭୁବନେଶ୍ୱର: ରାଜ୍ୟରେ ଆପାର୍ଟମେଣ୍ଟ ୟୁନିଟ୍ଗୁଡ଼ିକର ପଞ୍ଜୀକରଣ ଓ ହସ୍ତାନ୍ତର ପ୍ରକ୍ରିୟାକୁ ଅଧିକ ସରଳ, ସ୍ୱଚ୍ଛ ଓ ସୁଗମ କରିବା ଉଦ୍ଦେଶ୍ୟରେ ଭାରତୀୟ ଷ୍ଟାମ୍ପ (ଓଡ଼ିଶା ସଂଶୋଧନ) ବିଲ୍,…
