ଭୂତଳ ବିଦ୍ୟୁତ କେବୁଲ୍‌ର ରକ୍ଷଣାବେକ୍ଷଣ ଏବଂ ତ୍ରୁଟି ଚିହ୍ନଟ କ୍ଷମତାକୁ ସୁଦୃଢ଼ କରିବ ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ଏବଂ ଟେଷ୍ଟିଂ ସିଷ୍ଟମ୍‌

ଭୁବନେଶ୍ୱର: ରାଜ୍ୟର ବିଦ୍ୟୁତ ସଂଚାର ବ୍ୟବସ୍ଥାକୁ ଅଧିକ ଆଧୁନିକ, ନିର୍ଭରଯୋଗ୍ୟ ଓ କାର୍ଯ୍ୟକ୍ଷମ କରିବା ଦିଗରେ ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ୍ ଲିମିଟେଡ୍ (OPTCL) ଆଉ ଏକ…

ସାମାଜିକ ସୁରକ୍ଷା ଯୋଜନା, ଭିନ୍ନକ୍ଷମ ସଶକ୍ତୀକରଣ ଏବଂ ଗ୍ରାମାଞ୍ଚଳର ବିକାଶମୂଳକ କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରିବା ଉପରେ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠଙ୍କ ଗୁରୁତ୍ୱାରୋପ

କେନ୍ଦୁଝର: ଜିଲ୍ଲାଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ପ୍ରକଳ୍ପଗୁଡ଼ିକର ସଠିକ୍ କାର୍ଯ୍ୟାନ୍ୱୟନ ତଦାରଖ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତ୍ୟେକ ଜିଲ୍ଲାକୁ ପ୍ରଭାରୀ…

କମନ୍ ସର୍ଭିସ ସେଣ୍ଟର ପାଇଁ ୨ ବର୍ଷ ମଧ୍ୟରେ ଇନସେଣ୍ଟିଭ ୧ କୋଟି ଟଙ୍କାରୁ ୬.୫ କୋଟି ଟଙ୍କା ବୃଦ୍ଧି

ଭୁବନେଶ୍ୱର: ଭୁବନେଶ୍ୱରଠାରେ ଆୟୋଜିତ ୧୭ତମ କମନ୍ ସର୍ଭିସ ସେଣ୍ଟର (CSC) ଦିବସ ପାଳନ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ…

ଜାପାନ ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧି ଦଳଙ୍କ ସହ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜାପାନ ତତ୍ତୋରି ପ୍ରଦେଶ (ପ୍ରିଫେକ୍ଚର)ର …

କାରିଗରମାନଙ୍କ ଦକ୍ଷତା, ସମସ୍ୟା ଓ ଆବଶ୍ୟକତା ବିଷୟରେ ବିସ୍ତୃତ ଭାବେ ମତ ବିନିମୟ

ଭୁବନେଶ୍ୱର: ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (SIDAC) ରେ ୧୫ଟି ଅତିରିକ୍ତ ହସ୍ତଶିଳ୍ପର …

ଗଭୀର ଅବପାତ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା କଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ବିଭାଗର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

ଦୁଇ ବର୍ଷ ମଧ୍ୟରେ ୬ ହଜାର ଏକର ଜମିକୁ ଶିଳ୍ପ ଭୂମି ବ୍ୟାଙ୍କରେ ସାମିଲ, ୬,୦୨୭ ଏକର ଜମି ବୃହତ୍ ଓ ମଧ୍ୟମ ଶିଳ୍ପ ପାଇଁ ହସ୍ତାନ୍ତର

ଭୁବନେଶ୍ୱର: ଓଡ଼ିଶାରେ ଶିଳ୍ପାୟନକୁ ଅଧିକ ଗତିଶୀଳ କରିବା ଏବଂ ବ୍ୟବସାୟ କରିବାର ସୁଗମତା (Ease of Doing Business)କୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ଶିଳ୍ପ…

ବିଦ୍ୟା ରତନ ଶର୍ମା ଜିନ୍ଦଲ ଷ୍ଟିଲ୍ ଲିମିଟେଡ୍ ର ପରିଚାଳନା ନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତ

ନୂଆଦିଲ୍ଲୀ: ବିଶିଷ୍ଟ ଶିଳ୍ପପତି ନବୀନ ଜିନ୍ଦଲଙ୍କ ନେତୃତ୍ଵାଧୀନ ଜିନ୍ଦଲ ଷ୍ଟିଲ୍ ଲିମିଟେଡ୍ (ପୂର୍ବରୁ ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର ଲିମିଟେଡ୍ ଭାବରେ ପରିଚିତ) ଜୁଲାଇ ୨୪, ୨୦୨୬ରେ ଅନୁଷ୍ଠିତ…

ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଧ୍ୟକ୍ଷତା କରି କୋଇଡା–ଚଣ୍ଡିଖୋଲ ଏବଂ ରିମୁଳି–ଚମ୍ପୁଆ ଜାତୀୟ…

ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ମାନଙ୍କ ପ୍ରଦାନ କ୍ଷମତା ୧୦ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର : ସହରାଞ୍ଚଳର ବିକାଶକୁ ତ୍ୱରାନ୍ୱିତ କରିବା, ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ସହଜ କରିବା ଏବଂ ପୌରାଞ୍ଚଳ ଗୁଡ଼ିକରେ ଶାସନ ବ୍ୟବସ୍ଥାରେ ସୁଧାର ଆଣିବା ଲକ୍ଷ୍ୟରେ ଓଡ଼ିଶା…