ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ଭୁବନେଶ୍ବର: ଏକ ଦିବସୀୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ। ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ…

ଭୁବନେଶ୍ୱରରେ ଶେଷ ହେଲା ୪ଦିନିଆ ଦକ୍ଷତା ମହାକୁମ୍ଭ; ୧୩୨ ଜଣ କୃତି ପ୍ରତିଯୋଗୀ ପୁରସ୍କୃତ

ଭୁବନେଶ୍ୱର: ପୂର୍ବ ଭାରତ ପାଇଁ ଆୟୋଜିତ ଇଣ୍ଡିଆସ୍କିଲ୍ସ ଆଞ୍ଚଳିକ ପ୍ରତିଯୋଗିତା ୨୦୨୫-୨୬ ଭୁବନେଶ୍ୱରସ୍ଥିତ ଏସଡିଆଇ (SDI) ଅଡିଟୋରିୟମରେ ଉଦଯାପିତ ହୋଇଛି। ଏହା ଥିଲା ଯୁବ ପ୍ରତିଭା, ବୈଷୟିକ…

ୟୁ-ଡାଇସ୍ ପ୍ଲସ୍ ଜାତୀୟ କର୍ମଶାଳା ଉଦଯାପିତ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ବିଭାଗ (DoSEL)ର ମିଳିତ ଆନୁକୂଲ୍ୟରେ ଦୁଇ…

ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଅଭିଲେଖ ସପ୍ତାହ ଉତ୍ସବ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ଅଭିଲେଖାଗାର ପକ୍ଷରୁ ଅଭିଲେଖ ସପ୍ତାହ ଉତ୍ସବ ପାଳିତ ହୋଇଯାଇଛି। ଅଭିଲେଖ ସପ୍ତାହ…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା

ଭୁବନେଶ୍ବର: ରାଜ୍ୟବ୍ୟାପୀ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ୨୦୨୬ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଫେବୃଆରୀ ୧୯ ତାରିଖଠାରୁ ମାର୍ଚ୍ଚ ୨ ତାରିଖ…

ଦକ୍ଷତା ବିକାଶ କ୍ଷେତ୍ରରେ ୪ଟି ବୁଝାମଣାପତ୍ର ବିନିମୟ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଶିଳ୍ପ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର …

ୱିପ୍ରୋ ଆର୍ଥିୟାନ୍ ପ୍ରତିଯୋଗିତାରେ ଓଡ଼ିଶାର ଲୁଇସ୍ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟ ବିଜୟୀ

ଭୁବନେଶ୍ୱର: ପରିବେଶ ସନ୍ତୁଳନ ଏବଂ ଜଳ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶାର ଛାତ୍ରଛାତ୍ରୀ ଉତ୍କୃଷ୍ଟ ପ୍ରଦର୍ଶନ କରି ଏକ ନୂତନ ଇତିହାସ ରଚନା କରିଛନ୍ତି। ବେଙ୍ଗାଲୁରୁ ସ୍ଥିତ ଅଜିମ୍…

ପ୍ରଯୁକ୍ତିବିଦ୍ୟା ଯୁଗରେ ଶିକ୍ଷକମାନଙ୍କୁ ନୂତନ ଜ୍ଞାନକୌଶଳର ଶିଖିବାର ଆବଶ୍ୟକତା ରହିଛି: ଅତିଥି

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ…

ଡ଼. କେ. ଲକ୍ଷ୍ମୀବାଇଙ୍କ ଜୀବନ ଏକ ଜୀବନ୍ତ ଇତିହାସ

ବ୍ରହ୍ମପୁର : ଆଜିର ସମ୍ପତ୍ତି, ଖ୍ୟାତି ପ୍ରେରିତ ବ୍ୟକ୍ତିକେନ୍ଦ୍ରୀକ ସମାଜରେ ଡ଼. କେ. ଲକ୍ଷ୍ମୀବାଇଙ୍କ ମହାନ ମାନବୀୟ ଜୀବନ କାହାଣୀ ଓଡିଶାବାସୀଙ୍କ ମଧ୍ୟରେ ସୀମାବଦ୍ଧ ହେବା ଅନୁଚିତ।…

‘ପରୀକ୍ଷା ପେ ଚର୍ଚ୍ଚା’ ଦେଖିଲେ ରାଜ୍ୟପାଳ

ଭୁବନେଶ୍ୱର: ଲୋକଭବନର ସମ୍ମିଳନୀ କକ୍ଷରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କ ସହିତ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମାନ୍ୟବର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା…