ଶୈକ୍ଷିକ ସମାଜ ନେତୃତ୍ୱରେ ଉଚ୍ଚ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ସଂକଳ୍ପବଦ୍ଧ ହେବା : ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ, ଓଡିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଓ ଜାଭିୟର ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟ ଭୁବନେଶ୍ୱରର ମିଳିତ ସହଯୋଗରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବରିଷ୍ଠ…
