ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ଏବଂ POSH Act, 2013 ସମ୍ବନ୍ଧରେ ସଚେତନତା କର୍ମଶାଳା ଆୟୋଜନ ନିର୍ଦ୍ଦେଶ
ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ…