ସ୍ନାତକ ଓ ସ୍ନାତକୋତ୍ତର ପାଠପଢ଼ା ଆରମ୍ଭ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନଙ୍କର…

ସିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଫାଉଣ୍ଡେସନର ଚତୁର୍ଥ ପରିଚାଳନା ପରିଷଦ ବୈଠକ

ଭୁବନେଶ୍ବର: ସିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଫାଉଣ୍ଡେସନର ଚତୁର୍ଥ ପରିଚାଳନା ପରିଷଦ ବୈଠକ ଭୁବନେଶ୍ୱରର ଖାରବେଳ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ…

ପରିବର୍ତ୍ତିତ ହେଲା ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପରୀକ୍ଷା ପରିଚାଳନା

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ, ୨୦୧୦ ରେ ସଂଶୋଧନ କରାଯାଇ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର (ସଂଶୋଧନ) ଅଧିନିୟମ,…

ଜୁଲାଇ ୧୪ ଓ ୧୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛିl ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି…

ଯୁକ୍ତ ଦୁଇ କଟଅଫ୍ ମାର୍କ ତାଲିକା: କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରେଭେନ୍ସା

ଭୁବନେଶ୍ୱର: ଯୁକ୍ତ ଦୁଇ ଆଡମିଶନ ପାଇଁ ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ ତାଲିକା। ବିଜ୍ଞାନ ଓ ବାଣିଜ୍ୟ ଓ କଳା କଟଅଫ୍ ମାର୍କରେ ରେଭେନ୍ସା…

ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କାର୍ଯ୍ୟରତ ଭାରପ୍ରାପ୍ତ ଅଧ୍ୟକ୍ଷମାନଙ୍କ ଦକ୍ଷତା ବିକାଶ କର୍ମଶାଳା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ରାଜ୍ୟରେ ଥିବା ସମସ୍ତ ୧୯୯ ଉନ୍ନୀତ ଉଚ୍ଚ…

ଜାତୀୟ ଶିକ୍ଷା ନୀତି ୨୦୨୦ର କାର୍ଯ୍ୟାନ୍ୱୟନ ନିମନ୍ତେ ଦ୍ୱିତୀୟ ରାଜ୍ୟ ଟାସ୍କ ଫୋର୍ସ ବୈଠକ

ଭୁବନେଶ୍ବର : ଜାତୀୟ ଶିକ୍ଷା ନୀତି (NEP) ୨୦୨୦ର କାର୍ଯ୍ୟାନ୍ୱୟନ ପାଇଁ ଦ୍ୱିତୀୟ ରାଜ୍ୟ  ଟାସ୍କ ଫୋର୍ସ ବୈଠକ ଲୋକସେବା ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ…

ଭିନ୍ନକ୍ଷମମାନଙ୍କ ପାଇଁ କମ୍ପ୍ୟୁଟର ଶିକ୍ଷା ଉପରେ ଆଲୋଚନା

ଭୁବନେଶ୍ବର : ଭିନ୍ନକ୍ଷମ ଆୟୁକ୍ତଙ୍କ ଦ୍ୱାରା ଆୟୋଜିତ “ସକ୍ଷମା”ର ଦ୍ୱିତୀୟ ବୈଠକ  ଆୟୁକ୍ତଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି I ଏଥିରେ ମୁଖ୍ୟତଃ ସମାଜର ବିଭିନ୍ନ କ୍ଷେତ୍ରରେ…

କଳିଙ୍ଗ ଷ୍ଟାଡିୟମ୍‌ରୁ ବେଆଇନ ମାଦକ କାରବାର ବିରୋଧରେ ୱାକାଥନ

ଭୁବନେଶ୍ୱର: ଅବକାରୀ ବିଭାଗ ପକ୍ଷରୁ ବେଆଇନ ମାଦକ କାରବାର ବିରୋଧରେ ପ୍ରଥମ ପର୍ଯ୍ୟାୟ ସଚେତନତା କାର୍ଯ୍ୟକ୍ରମର ଶେଷଦିନରେ ଏକ ଗ୍ରାଣ୍ଡ ୱାକାଥନ ଅନୁଷ୍ଠିତ ହୋଇଯାଇଛି । ଏହି…

ପିଏମ୍-ପୋଷଣ ଯୋଜନାରେ ଖର୍ଚ୍ଚ ବୃଦ୍ଧି

ଭୁବନେଶ୍ବର:  କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଭାଗିଦାରୀରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ପିଏମ୍-ପୋଷଣ ଯୋଜନା ବର୍ତ୍ତମାନ ରାଜ୍ୟରେ କାର୍ଯ୍ୟକାରୀ କରାଯାଉଛି । ବର୍ତ୍ତମାନ ଭାରତ ସରକାରଙ୍କ…